• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

pm-modi
ଇ-ରୂପିର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଏହାଦ୍ୱାରା ସଂପୃକ୍ତ ବ୍ୟକ୍ତିଙ୍କ ପାଖରେ ସେମାନଙ୍କ ଟଙ୍କା ପହଁଚିବା ସୁନିଶ୍ଚିତ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ନାସନାଲ ପେମେଣ୍ଟସ କର୍ପୋରେସନ ଅଫ୍ ଇଣ୍ଡିଆ ଦ୍ୱାରା ଇ-ରୁପି ବିକଶିତ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ଇ-ରୁପି ଜରିଆରେ ଅର୍ଥ ପ୍ରଦାନ କରିବାର ବ୍ୟବସ୍ଥା ହୋଇଛି।

Biraja Temple
ଆସନ୍ତା ୪ରୁ ଖୋଲିବ ବିରଜା ମନ୍ଦିର: ଭକ୍ତଙ୍କ ମନରେ ବଢିଲା ଉତ୍ସାହ

ଆସନ୍ତା ଅଗଷ୍ଟ ୪ ତାରିଖ ବୁଧବାରଠାରୁ ଖୋଲିବ ଯାଜପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ। ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲପାଳ ଚକ୍ରବର୍ତି ସିଂ ରାଠୋର। କୋଭିଡ କଟକଣାରେ ଶ୍ରଦ୍ଧାଳୁ ଦେବା ଦେବୀଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି । ଦ୍ୱୀତିୟ ଲହର କରୋନା କଟକଣାରେ ମନ୍ଦିର ବନ୍ଦ...

nitish
ବିରୋଧୀଙ୍କ ସହ ସ୍ୱର ମିଳାଇଲେ ନୀତିଶ କୁମାର: ବିଜେପି ପାଇଁ ବଢିପାରେ ଅଡ଼ୁଆ

ପୁଣି ଥରେ ନିଜ ମନ୍ତବ୍ୟ ପାଇଁ ଚର୍ଚ୍ଚିତ ହୋଇ ପଡ଼ିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସେ କହିଛନ୍ତି ଯେ, ପେଗାସସ୍ ମାମଲାରେ ସରକାର ତଦନ୍ତ ନିର୍ଦ୍ଦେଶ ଦେବାର ରହିଛି ଆବଶ୍ୟକତା। ଯାହାକୁ ନେଇ ବର୍ତ୍ତମାନ ସମୟରେ ବିଜେପିର ମୁସ୍କିଲ ବଢିଛି। କୁହାଯାଉଛି ବିରୋଧୀଙ୍କ ସହ ସ୍ୱର ମିଳାଉଛନ୍ତି...

Ragul Gandhi
କାଲି ବିରୋଧୀଙ୍କୁ ଜଳଖିଆ ଖାଇବାକୁ ନିମନ୍ତ୍ରଣ କଲେ ରାହୁଲ ଗାନ୍ଧୀ

ସେପଟେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଅର୍ଥାତ୍‌ ଆସନ୍ତାକାଲି ସକାଳ ୯ଟା ୩୦ରେ ଜଳଖିଆ ଖାଇବା ପାଇଁ ଦିଲ୍ଲୀର ସମ୍ବିଧାନ କ୍ଲବରେ ବିରୋଧୀ ଦଳର ନେତାମାନଙ୍କୁ ଡାକିଛନ୍ତି। ଉଭୟ ଗୃହର ବିରୋଧୀ ଦଳର ନେତାମାନଙ୍କୁ ଏଠାକୁ ଡକାଯାଇଛି। କୁହାଯାଉଛି ଯେ ରାହୁଲ ଗାନ୍ଧୀ ବିରୋଧୀଙ୍କୁ ଏକଜୁଟ କରିବା...

railways
କବାଡ଼ିଆ ସାମଗ୍ରୀ ବିକ୍ରି କରି ୧୦୦ କୋଟି ଟଙ୍କା ହେଲା ରୋଜଗାର

ରେଳ ମନ୍ତ୍ରଣାଳୟ କ୍ରମାଗତ ଭାବରେ ଭାରତୀୟ ରେଳବାଇକୁ କବାଡ଼ିଆ ମୁକ୍ତ କରିବା ଅଭିଯାନରେ ବିଭିନ୍ନ କାମ କରୁଛି। 'ମିଶନ୍ ଜିରୋ ସ୍କ୍ରାପ୍' ଅଧୀନରେ ଏହାର ସମସ୍ତ ରେଳ ୟୁନିଟକୁ କବାଡ଼ିଆ ମୁକ୍ତ କରିବା ଅଭିଯାନର ଏକ ଅଂଶ ଭାବରେ ପାଶ୍ଚାତ୍ୟ ରେଳବାଇ ଚଳିତ ଆର୍ଥିକ ବର୍ଷରେ କେବଳ କବାଡ଼ିଆ...

covid19
୨୪ ଘଂଟାରେ ଦେଶରେ ୪୦,୧୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଆଜି ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ, ଗତ ୨୪ ଘଂଟାରେ ଦେଶରେ ୪୦,୧୩୪ ଜଣ କରୋନା ଆକ୍ରାନ୍ତ ହେଲେ ଚିହ୍ନଟ ହୋଇଛନ୍ତି। ଏହାସହ ୪୨୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଆଜିର ସଂକ୍ରମଣକୁ ମିଶାଇ ସାରା ଦେଶରେ ମୋଟ୍‌ ୩,୧୬,୯୫,୯୫୮ ସଂକ୍ରମଣ...

PS BIRANCHI SAHOO
ନିଲମ୍ବିତ ହେଲେ କୁବେର OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁ

୨୦୦୮ରେ OSSC ଦ୍ୱାରା ପୋଲିସ ଏସ୍ଆଇ ପାଇଁ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଆଣି ହାଇକୋର୍ଟଙ୍କ ସେ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ଯେଉଁଥିରେ OSSCକୁ ନୋଟିସ ବି କରିଥିଲେ ଉଚ୍ଚ ନ୍ୟାୟାଳୟ। ଏମିତି ଏକାଧିକ ଥର ଅନିୟମିତତା ଅଭିଯୋଗ ଆଣିଛନ୍ତି ଚାକିରୀ ଆଶାୟୀ। ଏବେ ଭିଜିଲାନ୍ସ ଜାଲରେ ବିରଞ୍ଚି...

Corona
ଅନଲକ୍‌ ହେଲା ଓଡ଼ିଶା: କିନ୍ତୁ ପୁଣି ଥରେ ନିରାଶ ହେଲେ ଯାତ୍ରା ପାର୍ଟି ମାଲିକ ଓ କଳାକାର

ରାଜ୍ୟରେ ଏବେ ବି ପ୍ରାୟ ୧୫ ହଜାର ଉପରେ ଆକ୍ଟିଭ୍ କେସ୍ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪, ୫୫୬, କଟକ ଜିଲ୍ଲାରେ ୨, ୦୨୬ ଓ ପୁରୀ ଜିଲ୍ଲାରେ ୯୬୨ ଆକ୍ଟିଭ୍ କେସ ରହିଛି। ସେଥିମଧ୍ୟରୁ କେବଳ ଭୁବନେଶ୍ୱରରେ ୨୪୨୨ ଓ କଟକ ସହରରେ ରହିଛି...

corona positive in odisha
“ଢିଲା କରନି, କଣ୍ଟେନମେଣ୍ଟ ନିୟମକୁ କଠୋର କର”

ଦେଶରେ ଆରମ୍ଭ ହୋଇଗଲାଣି କି କରୋନା ସଂକ୍ରମଣର ତୃତୀୟ ଲହର ନା ଲମ୍ବୁଛି ଦ୍ୱିତୀୟ ଲହର? ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହେବା ସୃଷ୍ଟି କରିଛି ଏଭଳି ଦ୍ୱନ୍ଦ୍ୱ ଅଧିକାଂଶ ରାଜ୍ୟରେ ଦ୍ୱିତୀୟ ଲହରର ପ୍ରକୋପ ହ୍ରାସ ପାଇଥିଲେ ମଧ୍ୟ କେରଳରେ ସଂକ୍ରମଣ ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ନେଇ...

Jajpur
ଅନଲକ୍‌: ଯାଜପୁରରେ ଖୋଲିଲା ମଲ୍‌ ଓ ଫିଲ୍ମ ହଲ୍‌

ତେବେ ମଲ, ଦୋକାନ ମାନଙ୍କରେ କୋଭିଡ଼୍ ନିୟମକୁ କଡାକଡି ପାଳନ କରାଯାଉଥିବା ବେଳେ ସରକାର ପୁଣିଥରେ ସେମାନଙ୍କ ପେଟପାଟଣା କଥାକୁ ବୁଝିପାରି ବ୍ୟବସାୟ ପାଇଁ ସୁଯୋଗ ଦେଇଥିବାରୁ ସେମାନେ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

nitish-kumar
ପ୍ରଧାନମନ୍ତ୍ରୀ ହେବା ପାଇଁ ଇଚ୍ଛା ରଖୁଛନ୍ତି କି ନୀତିଶ କୁମାର?

ଉପେନ୍ଦ୍ର ବର୍ତ୍ତମାନ ସମୟରେ, ଜେଡ଼ିୟୁର ସଂସଦୀୟ ବୋର୍ଡ଼ର ଅଧ୍ୟକ୍ଷ ରହିଛନ୍ତି। ଆଜି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖୁଥିବା ସମୟରେ ସେ ଏପରି କହିଛନ୍ତି। ଉପେନ୍ଦ୍ର କହିଛନ୍ତି, ଆଜିର ଦିନରେ ଦେଶରେ ଅନେକ ନେତାମାନେ ଅଛନ୍ତି ଯେଉଁମାନେ ପ୍ରଧାନମନ୍ତ୍ରୀ ହେବା ପାଇଁ ଯୋଗ୍ୟ। ଆଉ ସେହି ପ୍ରାର୍ଥୀଙ୍କ ମଧ୍ୟରେ...

Terrorist attack
ସୀମାରେ ଅନୁପ୍ରବେଶ କରିବା ପାଇଁ ଅପେକ୍ଷା କରିଛନ୍ତି ୩୦୦ ଆତଙ୍କବାଦୀ?

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, କେବଳ ଏଲଓସିରେ ନୁହେଁ ବରଂ ଅନ୍ତର୍ଜାତୀୟ ସୀମାରେ ମଧ୍ୟ ୪୦ ରୁ ଅଧିକ ଆତଙ୍କବାଦୀ ରହିଥିବା ନେଇ ସୂଚନା ମିଳିଛି। ହିଜବୁଲ ମୁଜାହିଦ୍ଦିନ, ଲସ୍କର-ଇ-ତୋଇବା ଓ ଜୈସ୍‌-ଇ-ମହମ୍ମଦ ଭଳି ପ୍ରମୁଖ ଆତଙ୍କବାଦୀ ସଙ୍ଗଠନ ରହିଥିଲେ ମଧ୍ୟ ପାକିସ୍ତାନ ଅଲ୍‌ବାଦର ନାମକ ଏକ ନୂଆ ସଙ୍ଗଠନ...

ISS Officer
ରୋଷେୟାଙ୍କ ପୁଅ ହେଲେ ଆଇଏସଏସ ଅଫିସର

ବାପା ପ୍ରଫୁଲ ଦାସ ଓ ମାଆ ଝରଣା ଦାସଙ୍କ ସାନ ପୁଅ ହେଉଛନ୍ତି ପ୍ରଭାତ । ଅଭାବ ଅନଟନ ଭିତରେ ରହି ମଧ୍ୟ ପ୍ରଭାତ କେବେ ହାର ମାନି ନାହାଁନ୍ତି ସେ। ୨୦୦୬ ମସିହାରେ ସାଆନ୍ଦା ଉଚ୍ଚ ବିଦ୍ୟାଳୟରୁ ପାସ କରିବା ପରେ ସାଆନ୍ଦା ଆଞ୍ଚଳିକ ମହାବିଦ୍ୟାଳୟରେ ଯୁକ୍ତ...

coronavirus
ଦେଶରେ ପୁଣି ଥରେ ବଢୁଛି ସଂକ୍ରମଣ। ୨୪ ଘଣ୍ଟାରେ ୪୧ ହଜାର ୬୪୯ ଆକ୍ରାନ୍ତ ହେଲେ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ, ତେବେ ଏହାରି ମଧ୍ୟରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ଦେଶରେ ବର୍ତ୍ତମାନ ୩,୧୬,୫୫,୮୨୪ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୪,୨୪,୩୫୧ରେ ପହଞ୍ଚିଲାଣି। ଯାହାକୁ ନେଇ ଚିନ୍ତା ବଢିବାରେ ଲାଗିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବର୍ତ୍ତମାନ ବି ଦେଶରେ ୪,୧୦,୯୫୨ ଆକ୍ଟିଭ୍‌ କେସ...

maharashtra police
ରେଷ୍ଟୁରାଣ୍ଟରୁ ଦେଶୀ ଘିଅ ଛୁଙ୍କର ମାଗଣା ବିରିୟାନୀ ମଗାଉଥିଲେ ଡ଼ିସିପି, ଭାଇରାଲ ହେଲା ଅଡ଼ିଓ

ଭାଇରାଲ ହେଉଥିବା ଅଡ଼ିଓରେ ସ୍ପଷ୍ଟ ଭାବରେ ଶୁଣାଯାଉଛି କି, ଡ଼ିସିପି ଜଣକ ରେଷ୍ଟୁରାଂଟ୍‌ରୁ ଖାଇବା ଅର୍ଡ଼ର କରିବା ପାଇଁ କହୁଛନ୍ତି। କେବଳ ଏତିକି ନୁହେଁ ବରଂ ବିରିୟାନୀରେ ଦେଶୀ ଘିଅର ଛୁଙ୍କ ଦେବା ପାଇଁ କହୁଥିବାର ସ୍ପଷ୍ଟ ଶୁଣାଯାଉଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯେଉଁ ରେଷ୍ଟୁରାଂଟ୍‌ରୁ ଏହି ଖାଇବା...

rape
“ପ୍ରେମ ନିବେଦନ କିମ୍ବା ହାତ ଧରି ପକାଇବାର ଅର୍ଥ ନୁହେଁ ଯୌନ ଉତ୍ପୀଡ଼ନ”

କୋର୍ଟ କହିଛନ୍ତି ଯେ, ଅଦାଲତକୁ ଏମିତି କୌଣସି ପ୍ରମାଣ ମିଳିନାହିଁ ଯେଉଁଥିରେ ମାମଲା ଦାୟର କରିଥିବା ବ୍ୟକ୍ତିଙ୍କ ଉପରେ ଯୌନ ଉତ୍ପୀଡ଼ିନ ହୋଇଛି। କେବଳ ଏତିକି ନୁହେଁ ବରଂ ବିଚାରପତି ସ୍ପଷ୍ଟ କରିଥିଲେ,କୋର୍ଟକୁ ଏମିତି କୌଣସି ପ୍ରମାଣ ମିଳୁନାହିଁ ଯେଉଁଥିରେ କି ଅପରାଧୀ ଜଣକ ଲଗାତର ଭାବରେ ନାବାଳିକାଙ୍କ...

afghanistan-army-airstrike
ତାଲିବାନୀ ଉପରେ ଆଫ୍‌ଗାନିସ୍ତାନର ବଡ଼ ଧରଣର ଏୟାରଷ୍ଟ୍ରାଇକ୍‌। ୨୫୪ ଆତଙ୍କୀ ନିପାତ୍‌

କାରଣ ପୂର୍ବରୁ ତାଲିବାନୀ ଉପରେ ଏମିତି ଆକ୍ରମଣ ପୂର୍ବରୁ କେବେ ହୋଇନଥିଲା। ଆକ୍ରମଣର ମାତ୍ର ଏତେ ପ୍ରଚଣ୍ଡ ଥିଲା କି, ଆତଙ୍କୀଙ୍କ କେତେକ ଗାଡ଼ି ବିସ୍ଫୋରଣରେ ଉଡ଼ିଯାଇ କିଛି ଦୂରରେ ଛିଟିକି ହୋଇ ପଡ଼ିଥିଲା। କେବଳ ଏତିକି ନୁହେଁ ବରଂ ଆଫ୍‌ଗାନିସ୍ତାନ ସେନା ଆତଙ୍କୀଙ୍କ ୧୩ ଟି ଆଇଇଡ଼ିକୁ...

Jammu
ସାବଧାନ! ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କଲେ ଆଉ ମିଳିବ ନାହିଁ ସରକାରୀ ଚାକିରି

ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯେଉଁମାନେ ଏପରି କାମରେ ସଂଶ୍ଲିଷ୍ଟ ଅଛନ୍ତି ସେମାନଙ୍କ ଉପରେ ପ୍ରଶାସନ ତୀକ୍ଷ୍ମ ନଜର ରଖିଛି। ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଡ଼ିଜିଟାଲ ଜ୍ଞାନକୌଶଳ ବଳରେ ଏହି ବ୍ୟକ୍ତିଙ୍କୁ ଚିହ୍ନଟ କରାଯିବ। ଏହାସହ ସେମାନଙ୍କର ପୋଲିସ ରେକର୍ଡର ଯାଂଚ ମଧ୍ୟ ହେବ। ଠିକ୍‌...

6 odia death
କେମିତି ପୋଡ଼ି ହୋଇଗଲେ ୬ ଓଡ଼ିଆ ଶ୍ରମିକ?

ଭୟଙ୍କର..ବୀଭତ୍ସ...ଘଟଣା। ନା ବର୍ଣ୍ଣନା କରିହେଉଛି, ନା ସେ ଚିତ୍ରକୁ ସ୍ପଷ୍ଟ ଦେଖିହେଉଛି। ମଣିଷଙ୍କ ଶବ ପଡ଼ିଛି ଜାକୁ ଜୁକି ହୋଇ। ଆଉ ତାହାରି ଭିତରେ ସାଇଣ୍ଟିଫିକ୍ ଟିମକୁ ଧରି ଚାଲିଛି ଆନ୍ଧ୍ର ପୋଲିସର ତନାଘନା । କାରଣ ଛଅ ଛଅ ଜଣ ଖଟିଖିଆ ମଣିଷଙ୍କ ଶୋଚନୀୟ ଭାବେ ଗୁଣ୍ଟୁର...

DENGUE_03
ଜ୍ୱର ହେଲେ ମେଡ଼ିକାଲ ରେ ହେବ ୨ ଟେଷ୍ଟ, ଚିନ୍ତା ବଢାଉଛି ଡେଙ୍ଗୁ

କରୋନା ସମୟରେ ଜଳବାହିତ ରୋଗ ଏବଂ ମଶାମାନଙ୍କ ଦ୍ୱାରା ସୃଷ୍ଚି ହେଉଥିବା ରୋଗକୁ ନେଇ ବଢ଼ିଲା ଚିନ୍ତା । କାରଣ କୌଣସି କରୋନା ଆକ୍ରାନ୍ତ ମଶା ଦ୍ୱାରା ହେଉଥିବା ଡେଙ୍ଗୁ କି ଚିକନ୍‌ଗୁନିଆ ଭଳି ରୋଗ କିମ୍ବା ଜଳବାହିତ ରୋଗର ଶିକାର ହେଲେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାର ଆଶଙ୍କା...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି