• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

corona positive in odisha
୨୪ ଘଂଟାରେ ୬୪୦ଜଣଙ୍କ ମୁଣ୍ଡ ନେଲା କରୋନା

ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ, ଦେଶରେ ସଂକ୍ରମଣ କମିବାର ଅର୍ଥ ନୁହେଁ ଆମେ କରୋନା ନିୟମ ଭୁଲିଯିବା ଏବଂ ମନଇଚ୍ଛା କାମ କରିବା। ଏମିତି କଲୋ ପୁଣି ଥରେ କରୋନା ସଂକ୍ରମଣ ବଢିପାରେ। ତେଣୁ ଏବେ ବି ଆମେ ସତର୍କ ରହିବା ସହ ପୂରାପୂରି କରୋନା...

Bisoyee death
ଆଉ ନାହାନ୍ତି ଆଜାଦ ହିନ୍ଦ ଫୌଜି ଈଶ୍ୱର ବିଶୋଇ

ଗତ ୧୫ ତାରିଖରେ ଶହେ ବର୍ଷ ବୟସରେ ଇହ ଲୀଳା ସମ୍ବରଣ କରିଛନ୍ତି ଈଶ୍ୱର ବିଶୋଇ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ମଝିଆଖଣ୍ଡ ଗାଁରେ ୧୧ ନଭେମ୍ବର ୧୯୨୧ ମସିହାରେ ପିତା କୃଷ୍ଣ ବିଶୋଇ ଏବଂ ମାତା ପୂର୍ଣା ଦେବୀଙ୍କ କୋଳ ମଣ୍ଡନ କରିଥିଲେ ଈଶ୍ୱର ।ତେବେ...

Mausi Mandir
ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବ: ସୌନ୍ଦର୍ଯ୍ୟ ହରାଇଲାଣି ବାରିପଦା ମାଉସୀ ମା’ ମନ୍ଦିର

ବାରିପଦା ବଡ଼ ଦାଣ୍ଡରେ ଶୋଭା ପାଉଛି ଏହି ମାଉସୀ ମା ମନ୍ଦିର । ବର୍ଷର ୯ ଦିନ ଏଠାକୁ ତିନି ଠାକୁର ଆସି ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଥିବା ବେଳେ ବର୍ଷ ତମାମ ଏଠାରେ ଭଗବାନ ରାଧାକୃଷ୍ଣ ପୂଜା ପାଉଛନ୍ତି। ସେଇଥିପାଇଁ ଏହି ମନ୍ଦିର ରାଧା ମୋହନ...

Cuttack Teacher
ବଂଚିଥିବା ଅବସ୍ଥାରେ ନୁହେଁ ବରଂ ମଲା ପରେ ମିଳିଲା ନ୍ୟାୟ

ହେଲେ ରାଜ୍ୟ ସରକାର ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ରାୟର ୩ ବର୍ଷ ପରେ ସର୍ବୋଚ୍ଚ କୋର୍ଟରେ SLP ଦାଖଲ କରିଥିଲେ। ୨୦୧୮ରେ SLP ଖାରଜ ହୋଇଥିଲା। ୟା ଭିତରେ ୨୦୧୦ରେ ଅଭାବ, ଅନଟନ ଓ ଅସହ୍ୟ ମାନସିକ ଯନ୍ତ୍ରଣା ସହି ନପାରି ଆଖି ବୁଜି ଦେଇଥିଲେ ପ୍ରଫୁଲ୍ଲ।...

Ganjam Murder Case
ସୀମା ଟପିଲା ନୃଶଂସତା: ପ୍ରେମିକାକୁ ଜିଅନ୍ତା ଜାଳିଦେଲା ପ୍ରେମିକ

ପ୍ରେମ ଓ ପ୍ରତାରଣାରୁ ଜଘନ୍ୟ ହତ୍ୟାକାଣ୍ଡ। ନା ଏଭଳି ବିଭତ୍ସ ଓ ହୃଦୟ ବିଦାରକ ଘଟଣା ପଛରେ ରହିଛି ଆଉ କିଛି ରହସ୍ୟ? ଗତକାଲି ସାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍ ପ୍ରତାପପୁରର ଏହି ପରିତ୍ୟକ୍ତ ଘରୁ, ପୋଲିସ ଉଦ୍ଧାର କରିଥିଲା ଯନ୍ତ୍ରଣାରେ ଛଟପଟ ଅର୍ଦ୍ଧଦଗ୍ଧ ଯୁବତୀଙ୍କୁ ।...

BBSR TO-LET
ଏବେ ଭୁବନେଶ୍ୱରରେ ଯେଉଁଠି ଦେଖିବେ ସେଇଠି ଦେଖିବେ TO-LET

ରାଜଧାନୀର ଉତ୍ତର ହେଉ କି ଦକ୍ଷିଣ, ପୂର୍ବ ହେଉ କି ପଶ୍ଚିମ ଯେଉଁ ଭାଗରେ ନଜର ପକାଇବେ ସବୁ ଆଡେ ଖାଲି ଟୁ ଲେଟ୍ ଆଉ ଟୁଲେଟ୍। କରୋନାର ଲମ୍ବା କହର ପରେ ଗଲା ଦେଢ଼ବର୍ଷ ଭିତରେ ବଦଳିଯାଇଛି ସ୍ମାର୍ଟ ସିଟି। ଆଗରୁ ଦୋକାନ ପାଇଁ ଘର ଖଣ୍ଡିଏ...

Delhi Rain
ଘଣ୍ଟାଏ କାଚିଲା, ରାଜଧାନୀ ଭାସିଲା

ପ୍ରବଳ ବର୍ଷା ଯୋଗୁଁ ଘରୁ ବାହାରିବା ମୁସ୍କିଲ୍ ହୋଇପଡ଼ିଛି ।ତେବେ ଦିଲ୍ଲୀରେ ଗତକାଲି ପ୍ରବଳ ବର୍ଷାରେ ଏପରି ସ୍ଥିତି ଦେଖିବାକୁ ମିଳିଥିଲା। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ସୂଚନା ମିଳିଛି। ସେପଟେ, ମହାରାଷ୍ଟ୍ରରେ ଜଳ ପ୍ରଳୟ

China
ସୀମାରେ ହଲଚଲ୍‌: ଜୋରସୋରରେ ସମରାଭ୍ୟାସ କରୁଛି ଚୀନ

ଏଥିସହ ମେନ୍ ବ୍ୟାଟଲ୍ ଟ୍ୟାଙ୍କ ଅର୍ଜୁନର MK-1A ଭର୍ସନରେ ୧୪ ପ୍ରକାର ପ୍ରମୁଖ ଉନ୍ନତୀକରଣ କରାଯାଇଛି । ଯାହାକି ମିଜାଇଲ୍ ଫାୟାର୍ କରିବାକୁ ମଧ୍ୟ ସକ୍ଷମ । ଏବେ ଏହା ପରୀକ୍ଷଣ ପର୍ଯ୍ୟାୟରେ ରହିଛି । ଏଭିତରେ ଭାରତ ୧୭୫୦ଟି ଉନ୍ନତ ମେନ୍ ବ୍ୟାଟଲ ଟ୍ୟାଙ୍କ କମ୍ବାଟ୍ ଭେହିକିଲ୍...

maharashtra rain
ମହାରାଷ୍ଟ୍ରରେ ବର୍ଷା ପରର ଆସିଲା ଭୟଙ୍କର ଚିତ୍ର: ଗଛରେ ଲାଗିଛି କାର୍‌, ୧୫୦ ଜଣଙ୍କଠୁ ଅଧିକ ଲୋକଙ୍କ ଗଲାଣି ଜୀବନ

କୋହ୍ଲାପୁରର ଚିଖଳ ଅଞ୍ଚଳରେ ମଧ୍ୟ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଅନେକ ଅଞ୍ଚଳ ଜଳମଗ୍ନ ଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନଡ଼ିଆର୍‌ଏଫ୍ ଯବାନ ବୋଟ୍ ଯୋଗେ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରୁଛନ୍ତି

Assam-Mizoram border dispute
କାହିଁକି ଆସାମ-ମିଜୋରାମ ମଧ୍ୟରେ ଲାଗିରହୁଛି ସୀମା ବିବାଦ

୧୯୭୨ରେ ଅରୁଣାଚଳପ୍ରଦେଶକୁ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ଦିଆଯିବା ବେଳେ ୧୯୮୭ରେ ଏହା ପୂର୍ଣ୍ଣ ରାଜ୍ୟର ମାନ୍ୟତା ପାଇଥିଲା। ସେହିପରି ଆସାମକୁ ଭାଗ ଭାଗ କରି ନୂଆ ରାଜ୍ୟ ଗଠନ କରାଯାଇଥିଲା। ୧୯୬୩ରେ ନାଗାଲ୍ୟାଣ୍ଡ, ୧୯୭୨ରେ ମେଘାଳୟ, ୧୯୮୭ରେ ମିଜୋରାମକୁ ରାଜ୍ୟର ମାନ୍ୟତା ମିଳିଥିଲା। ନାଗା, ଖାସି, ଗାରୋ...

assam-mizoram
ଆସାମ-ମିଜୋରାମ ସଂଘର୍ଷ: ଶାନ୍ତି ବଜାୟ ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅପିଲ୍‌

ଉଗ୍ରରୂପ ଧାରଣ କରିଛି ଆସାମ-ମିଜୋରାମ ସୀମା ବିବାଦ। ଉଭୟ ରାଜ୍ୟର ପୋଲିସ ମଧ୍ୟରେ ଗୁଳିବିନି ମୟ ଘଟି ଆସାମ ପୋଲିସର ୬ ଯବାନ ପ୍ରାଣ ହରାଇଛନ୍ତି। ୮୦ରୁ ଅଧିକ ଆହତ ହୋଇଛନ୍ତି। ମିଜୋରାମ ପୋଲିସ ଲାଇଟ୍ ମେସିନ୍ ଗନ୍ ବ୍ୟବହାର କରିଥିବା ଅଭିଯୋଗ ଆସୁଛି। ଏଥିରୁ ସ୍ଥିତି କେତେ...

Farmer attack
ଗଞ୍ଜାମରେ ଚାଷୀଙ୍କୁ ମରଣାନ୍ତକ ଆକ୍ରମଣ

ଏନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସାର କଳାବଜାରୀ ନେଇ ଶତାଧିକ ଚାଷୀ ପ୍ରତିବାଦ କରିବା ସହ ସୋସାଇଟି ସେକ୍ରେଟାରୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ତହସିଲଦାର ପହଞ୍ଚି ବୁଝାସୁଝା କରିଥିଲେ । ତେବେ ଏନେଇ ସୋସାଇଟି ସେକ୍ରେଟାରୀ କିମ୍ବା ପୋଲିସର...

haider-ali
ହାଇଦରର ପୁଅକୁ ମିଳିଲାନି ଅନ୍ତରୀଣ ଜାମିନ

ସେପଟେ, ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, ତା ନାଁରେ ଥିବା ଅପରହଣ ଓ ହତ୍ୟା ଭଳି ସଂଗୀନ ମାମଲା ସବୁ ଆଗକୁ ଆଉ ଚାଲିବ ନା ଥମିଯିବ? ତା ସହ ପୋଲିସକୁ ଚକମା ଦେଇ ଫେରାର ମାମଲାରେ ସଂପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନେ ଆଉ ଧରାହେବେ...

MI
କେବେ ପଦୋନ୍ନତି ପାଇବେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟରତ ସହକାରୀ ଯନ୍ତ୍ରୀ?

ସୂଚନା ମୁତାବକ, କ୍ଷୁଦ୍ର ଜଳସେଚନ ବିଭାଗ ୨୦୦୮ ମସିହାରେ କିଛି ସହକାରୀ ଯନ୍ତ୍ରୀଙ୍କୁ ପଦୋନ୍ନତି ଦେଇଥିଲା। ମାତ୍ର ଏହାକୁ ଚ୍ୟାଲେଞ୍ଜ କରି ଜଳସେଚନ ବିଭାଗ କ୍ୟାଡ଼ରରୁ ଆସିଥିବା ସହକାରୀ ଯନ୍ତ୍ରୀମାନେ ଓଡ଼ିଶା ଟ୍ରିବ୍ୟୁନାଲରେ ଏକ ମାମଲା ଦାୟର କରିଥିଲେ। ଯେଉଁଥିରେ କି ସେମାନେ ହାରିଯାଇଥିଲେ

Rourkela
ପିଲା ଚୋରିର ହବ୍‌ ପାଲଟିଛି ରାଉରକେଲା

ସମସ୍ତ ଅଭିଯୁକ୍ତ ରାଉରକେଲା ସହରର ଏବଂ ଧନୀକ ଶ୍ରେଣୀର ବୋଲି ସୂଚନା ମିଳିଛି। ଗଲା ଦୁଇ ବର୍ଷ ଭିତରେ ଏ ଗ୍ୟାଙ୍ଗ୍ ପ୍ରାୟ ୪୦ ଜଣ ଶିଶୁଙ୍କୁ ରାଜ୍ୟ ବାହାରେ ବିକି ଦେଇଥିବା କହିଛନ୍ତି ଖୋଦ୍ ରାଉରକେଲା ଏସପି।

Haider Case
ହାଇଦର ନାଁରେ ଚାଲିଥିବା ମାମଲା ଚାଲିବ ନା ସରିଯିବ?

ପୋଲିସ ଗୁଳିରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ପରେ ଏବେ ପ୍ରଶ୍ନ, କଣ ହେବ ତା ନାଁରେ ବିଭିନ୍ନ ଥାନାରେ ଥିବା ଏକାଧିକ ଅପରାଧିକ ମାମଲାର ଭବିଷ୍ୟତ? ଶେଖ୍ ଚୁନା ହତ୍ୟାକାଣ୍ଡ ହେଉ କି ବହୁଚର୍ଚ୍ଚିତ କେନ୍ଦୁଝରର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲା...

atm
ଏହି ଏଟିଏମ୍‌ରୁ ଆପେ ଆପେ ବାହାରୁଛି ଟଙ୍କା

ଏହାକୁ ନେଇ ଆମେ ବିରକ୍ତ ମଧ୍ୟ ହୋଇଥାଆନ୍ତି। କିନ୍ତୁ ଥରେ ଚିନ୍ତା କରନ୍ତୁ ଯେତେବେଳେ ଆପଣ ଏଟିଏମ ସମ୍ମୁଖରେ ଛିଡ଼ା ହୋଇଥିବେ ଆଉ ମେସିନ୍‌ରୁ ଟଙ୍କା ବାହାରୁଥିବ ସେତେବେଳେ ଆପଣ ଆଶ୍ଚର୍ଯ୍ୟ ହେବା ସ୍ୱାଭାବିକ। କେବଳ ଆଶ୍ଚର୍ଯ୍ୟ ହେବେ ତାହା ନୁହେଁ ବରଂ ଖୁସି ମଧ୍ୟ ହେବେ।

Sachin Pilot-Ashok Gehlot
ମନ୍ତ୍ରୀମଣ୍ଡଳ ଅଦଳବଦଳରେ କେଁ, ଏ ମାସ ନୁହେଁ ଆର ମାସରେ ହେବ ଅଦଳବଦଳ କାର୍ଯ୍ୟକ୍ରମ

କୁହାଯାଉଛି କେନ୍ଦ୍ର ନେତାମାନେ ମନ୍ତ୍ରୀ ଅଦଳବଦଳକୁ ନେଇ ଗ୍ରୀନ ସିଗନାଲ ଦେବାରେ ଡ଼େରି କରୁଛନ୍ତି ତେଣୁ ଗେହେଲଟ୍‌ ମଧ୍ୟ ଚୁପ୍‌ ରହିଥିବା ଜଣାପଡ଼ିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସମସ୍ତଙ୍କୁ ନଜରରେ ରଖି ଆସନ୍ତା ମାସ ଅର୍ଥାତ୍ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ହେବ।

NarendraModi-Mamataa
ମୋଦିଙ୍କୁ ଭେଟିଲେ ମମତା: ଦିଦିଙ୍କ ଦାବିକୁ ମାନିନେଲେ ମୋଦି?

ଏହାସହ ଦିଦି କହିଛନ୍ତି ଦେଶରେ କରୋନା ଯେମିତି ଭାବରେ କାୟା ବିସ୍ତାର କରିଛି ଏବଂ ଯେତେ ମାତ୍ରାରେ ଲୋକଙ୍କ ଜୀବନ ଯାଉଛି ତାହାକୁ ନେଇ ଆମେ ଚିନ୍ତିତ।

Lav Agarwal On Corona
ଅନ୍ୟ ଦେଶରେ ପୁଣି ବଢିଲାଣି କରୋନା: ସତର୍କ ନରହିଲେ ସ୍ଥିତି ହୋଇପାରେ ସଙ୍ଗୀନ

ଗତ ସପ୍ତାହରେ ୪୬ ଜିଲ୍ଲାରେ ପଜିଟିଭିଟି ୧୦ ପ୍ରତିଶତ ଉପରେ ଥିଲା କିନ୍ତୁ ସବୁଠି ଖୁସିର କଥା ୫୪ ଜିଲ୍ଲା ଭିତରେ ଓଡ଼ିଶାର କୌଣସି ଜିଲ୍ଲା ନଥିବା ଜଣାପଡ଼ିଛି। ହେଲେ ପୁଣି ଥରେ ବିଭିନ୍ନ ଦେଶରେ କେସ୍ ବଢ଼ୁଥିବା କଥା କହିଲେ ଲବ୍ ଅଗ୍ରୱାଲ। ଆମେରିକା, ଫ୍ରାନ୍ସ, ମାଲେସିଆ,...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି