• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

coronavirus
୨୪ ଘଂଟାରେ ୪୨୫ ଜଣଙ୍କ ପ୍ରାଣ ନେଲା କରୋନା

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ଦେଶରୁ ୩,୦୬,୨୧,୪୬୯ ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇସାରିଲେଣି। ସେହିପରି ମୋଟ୍‌ରେ ୪,୨୧,୩୮୨ ଜଣ ପ୍ରାଣ ହରାଇଛନ୍ତି। କେବଳ ଏତିକି ନୁହେଁ ବରଂ ଏବେ ସୁଦ୍ଧା ୪୪,୧୨,୧୨,୩୯୫ ଲୋକଙ୍କୁ କେନ୍ଦ୍ର ସରକାର ଭ୍ୟାକ୍ସିନ୍‌ ଦେଇଥିବା ସୂଚନା ମିଳିଛି।

Delhi Rain
ପ୍ରବଳ ବର୍ଷାରେ ବେହାଲ ଦିଲ୍ଲୀ: ଚଳନ୍ତା ବସ୍‌ରେ ପଶିଗଲା ବର୍ଷା ପାଣି

କିନ୍ତୁ ତଳକୁ ଓହ୍ଲାଇବାର ରାସ୍ତା ନଥିଲେ ତେଣୁ ବାଧ୍ୟ ହୋଇ ବସ୍‌ ମଧ୍ୟରେ ହିଁ ଫଶିରହିଥିଲେ ଲୋକେ। କେବଳ ପ୍ରଶାସନକୁ ଗୁହାରି କରିବା ସହ ସେମାନଙ୍କ ପାଖରେ କୌଣସି ବିକଳ୍ପ ନଥିବା ପରି ମନେ ହେଉଥିଲା। ବସ୍‌ରେ ଛୋଟିଆ ପିଲାମାନେ ଥିବାରୁ ସ୍ଥିତି ଆହୁରି ଜଟିଳ ହୋଇଥିଲା।

Assam-mizoram dispute
ଆସାମ-ମିଜୋରାମ ସୀମାରେ ସଂଘର୍ଷ: ଆରମ୍ଭ ହେଲା ତଦନ୍ତ

ଗତକାଲି ଆସାମର କାଚାର ଜିଲ୍ଲା ଲୀଳାପୁର ଗାଁ ଓ ମିଜୋରାମ୍ କୋଲାସିବ ଜିଲ୍ଲାର ବୈରେଙ୍ଗତେ ଗାଁର ଲୋକଙ୍କ ମଧ୍ୟରେ ଗଣ୍ଡଗୋଳରୁ ଘଟଣା ଉଗ୍ର ରୂପ ନେଇଥିଲା। ଗଣ୍ଡଗୋଳରେ ଆସାମ ପୋଲିସର ୬ ଜଣ ଯବାନ ପ୍ରାଣ ହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଏହାସହ ସେ ମେଡିକାଲରେ...

Raj Kundra
ଜେଲ ଗଲେ ରାଜ କୁନ୍ଦ୍ରା

ରାଜଙ୍କ ପ୍ରଡକ୍ସନ ହାଉସରେ ପର୍ଣ୍ଣ ଫିଲ୍ମ ସୁଟିଂ ହେଉଥିବାବେଳେ ଲଣ୍ଡନ ଏକ କଂପାନି ଜରିଆରେ ସେ ଏହାକୁ ହଟସଟ୍ସ ନାମକ ଏକ ଆପ୍ଲିକେସନରେ ଅପଲୋଡ଼ କରୁଥିଲେ ବୋଲି ଅଭିଯୋଗ ହୋଇଥିଲା। ତାଙ୍କୁ ଗିରଫ ପରେ ଆଜି ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖାଯାଇଥିଲା।

Bhubaneswar Case
ରାଜଧାନୀରେ ପୂରା ହୁଗୁଳିଗଲାଣି ଆଇନ ବ୍ୟବସ୍ଥା...

ଜଣେ କି ଦୁଇ ଜଣଙ୍କୁ ନୁହେଁ, ମରଣାନ୍ତକ ଆକ୍ରମଣ ହୋଇଛି ତିନି ତିନି ଜଣଙ୍କୁ। ସମୁଦାୟ ୫ ଜଣଙ୍କୁ ହମଲା ହୋଇଛି। ସମୟ ପ୍ରାୟ ଦିନ ୨ଟା ହେବ, ୧୦ରୁ ୧୨ଜଣ ମାଡ଼ିଆସି ଏଭଳି ହାଣିଚାଲିଥିଲେ ଜଣଙ୍କ ପରେ ଜଣଙ୍କୁ। ଲୋକ ଦେଖୁଛନ୍ତି, ଭୟରେ ଥରୁଛନ୍ତି କିନ୍ତୁ ଛଡ଼ାଇବାକୁ...

School Reopen
ଚଳଚଂଚଳ ହେଲା ସ୍କୁଲ, ଆରମ୍ଭ ହେଲା ପାଠ ପଢ଼ା

ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବା ପରେ ଆଇଟିଆଇ ଓ ଡିପ୍ଲୋମା ଶେଷ ବର୍ଷ କ୍ଲାସ୍ ଖୋଲିବାକୁ ଯାଉଛି। ଏନେଇ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ନେବାକୁ ଯାଉଛି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ

congress
“ସ୍କୁଲ ଖୋଲିଲ କିନ୍ତୁ ସୁରକ୍ଷା ବ୍ୟବସ୍ଥା କରିବ କିଏ”

ତେଣୁ କାଳବିଳମ୍ବ ନକରି ଯଥାଶୀଘ୍ର ଟିକାକରଣ କରାଯିବାକୁ କଂଗ୍ରେସ ଦାବି କରିଛି। ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ାକୁ କଂଗ୍ରେସ ସ୍ୱାଗତ କରୁଛି କିନ୍ତୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ନିରାପତ୍ତା ପ୍ରତି ସରକାର ଦୃଷ୍ଟି ଦେଇନାହାନ୍ତି ଯାହାକୁ ନେଇ କଂଗ୍ରେସ ଚିନ୍ତାବ୍ୟକ୍ତ କରୁଥିବା ଦଳୀୟ ନେତା କହିଛନ୍ତି।

maharashtra rain
ବର୍ଷା ନେଲାଣି ୧୫୦ ଜୀବନ: ଆହୁରି ବଢିବାରେ ମୃତକଙ୍କ ସଂଖ୍ୟା

କେବଳ ରାୟଗଡ଼ ଜିଲ୍ଲାରେ ୬୫ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ନେଇ ସୂଚନା ମିଳିଛି। ଆଉ ପୂରା ମହାରାଷ୍ଟ୍ରରେ ୧୫୦ ଲୋକଙ୍କ ଜୀବନ ଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଉଥିବା ବେଳେ ବେସରକାରୀ ହିସାବରେ ଏହାର ସଂଖ୍ୟା ବହୁ ଅଧିକ ବୋଲି କୁହାଯାଉଛି। କେବଳ ଏତିକି ନୁହେଁ...

Yediyurappa
କୌଣସି ବିଜେପି ନେତା ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ହୋଇପାରିନାହାନ୍ତି କର୍ଣ୍ଣାଟକରେ: ଜାଣନ୍ତୁ ପୂରା ଘଟଣା...

ଏସ୍‌  ନିଜଲିଙ୍ଗପ୍ପା (୧୯୬୨-୬୮),ଡ଼ି ଦେବରାଜ ଉର୍ସ (୧୭୭୨-୧୯୭୭) ଏବଂ ସିଦ୍ଧରମେୟା(୨୦୧୩-୨୦୧୮) ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏମାନେ ସମସ୍ତେ କଂଗ୍ରେସର ନେତା ଥିଲେ କିନ୍ତୁ ଜେଡ଼ିଏସ୍‌ କିମ୍ବା ବିଜେପିର କୌଣସି ନେତା ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ନିଜର କାର୍ଯ୍ୟକାଳ ସମାପନ କରିନାହାନ୍ତି

dharmendra pradhan
କର୍ଣ୍ଣାଟକର ପର୍ଯ୍ୟବେକ୍ଷକ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏଠାରେ କହିରଖୁଛୁ ଯେ, ଉଷ୍ମ ହେବାରେ ଲାଗିଛି କର୍ଣ୍ଣାଟକ ରାଜନୀତି। ଆଜି ବିଧିବଦ୍ଧ ଭାବରେ ୟେଦ୍ୟୁରପ୍ପା ଇସ୍ତଫା ଦେବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଏବେ ଜୋରସୋରରେ ଚାଲିଛି ଚର୍ଚ୍ଚା। କୁହାଯାଉଛି, ଏଥର ଜଣେ ଯୁବବର୍ଗଙ୍କ ହାତରେ ଦାୟିତ୍ୱ ଦିଆଯିବ। ବିଜେପି ଦଳର ରାଷ୍ଟ୍ର...

coronavirus-recoverd
ସେରୋ ସର୍ଭେରୁ ଆସିଛି ଭଲ ଖବର

ରାଜ୍ୟରେ ହୋଇଥିବା ସେରୋ ସର୍ଭେରୁ ଆସିଛି ଭଲ ଖବର । ସେରୋ ସର୍ଭେରେ ଲୋକଙ୍କ ମଧ୍ୟରେ ୬୦ ପ୍ରତିଶତରୁ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଥିବା ସର୍ଭେରୁ ଜଣାପଡିଛି। କୋଭିଡ୍ ବିରୋଧରେ ସଂଗ୍ରାମ ପାଇଁ ଏହା ଶୁଭଙ୍କର ସୂଚନା ବୋଲି କହିଛନ୍ତି କୋରାପୁଟ ସିଡିଏମ୍ଓ ମକରନ୍ଦ ବେଉରା। ଗତ ଜୁନ...

coronavirus-cuutack
ଓଡ଼ିଶାକୁ କେବେ ଆସିବ କରୋନାର ତୃତୀୟ ଲହର?

ବର୍ତ୍ତମାନ ରାଜ୍ୟରେ ସଂକ୍ରମଣର ଯେଉଁ ଟ୍ରେଣ୍ଡ ରହିଛି ଦେଶର ଅନାନ୍ୟ ରାଜ୍ୟରେ ବି ସେହି ଟ୍ରେଣ୍ଡ ଦେଖାଯାଉଛି। କିଛି ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଥିଲେ ବି ପୂର୍ବ ଅପେକ୍ଷା ବହୁତ କମିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କିମ୍ବା ବିଭିନ୍ନ ନିୟମ ଗୁଡିକ ଦର୍ଶାଉଛି ଯେ ମହାମାରୀ ବେଳେ ଚିକିତ୍ସାକୁ...

school-reopen
ଖୋଲିଲା ସ୍କୁଲ: ଗେଟ୍‌ରେ ଫୁଲ ଓ ଚନ୍ଦନ ଦେଇ ପିଲାଙ୍କୁ କରାଗଲା ସ୍ୱାଗତ, ଗିଫ୍ଟ ଆକାରରେ ମିଳିଲା ସାନିଟାଇଜର୍‌

କରୋନା ସଂକ୍ରମଣ ଥିବାରୁ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ା ଶୈଳୀ ମଧ୍ୟ ବଦଳିଯାଇଛି। ସରକାରୀ ନିୟମ ଅନୁସାରେ, ପ୍ରତ୍ୟେକ ସ୍କୁଲ୍ ଗେଟ ଗୁଡ଼ିକରେ ପିଲାମାନଙ୍କର ଶରୀରର ତାପମାତ୍ରା ମପାଯାଉଛି। ପରେ ପିଲଙ୍କ ହାତରେ ସାନିଟାଇଜ୍‌ର ଦିଆଯାଉଛି। ଏହାପରେ ଦୀର୍ଘଦିନ ବ୍ୟବଧାନ ପରେ ସ୍କୁଲ ଆସିଥିବା ପିଲାଙ୍କୁ ସ୍ୱାଗତ ଆକାରରେ ମୁଣ୍ଡରେ...

CM BS Yediyurappa
କିଏ ହେବ କର୍ଣ୍ଣାଟକର ଆଗାମୀ ମୁଖ୍ୟମନ୍ତ୍ରୀ?

କିନ୍ତୁ ବର୍ତ୍ତମାନ ସମୟରେ ୟେଦ୍ୟୁରପ୍ପା କାମଚଳ ମୁଖ୍ୟମନ୍ତ୍ରୀ ରହିବେ ବୋଲି ସୂଚନା ମିଳିଛି। ଏମିତିରେ ୩ ଜଣଙ୍କୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ଚାଲିଛି ହେଲେ ଦଳ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଦଳୀୟ ମୁଖ୍ୟପାତ୍ର କହିଛନ୍ତି, ଦଳମତ ନିର୍ବିଶେଷରେ ଆମେ ମୁଖ୍ୟମନ୍ତ୍ରୀ କରିବୁ। ଆଗାମୀ...

dead-murder-suicide.jpg.image.784.410
ଏକା ସାଙ୍ଗରେ ଆତ୍ମହତ୍ୟା କଲେ ସ୍ୱାମୀ-ସ୍ତ୍ରୀ

ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଗୌରପୁର ପଞ୍ଚାୟତର ଜୁଗଳ ଗ୍ରାମରେ ଅଭାବନୀୟ ଘଟଣା। ସ୍ୱାମୀ ଓ ସ୍ତ୍ରୀ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ ଘର ଭିତରେ ଆତ୍ମହତ୍ୟା କରିଥିବା ବେଳେ ସ୍ୱାମୀ ଘର ବାହାରେ ଏକ ଗଛରେ ଆତ୍ମହତ୍ୟା କରିଛନ୍ତି। ସ୍ୱାମୀଙ୍କ ନାମ ସାନ୍ତନୁ...

Ice Cream
ଆଇସ୍‌କ୍ରିମ୍‌ର ଦାମ୍‌ ୬୦ ହଜାର ଟଙ୍କା: ଜାଣନ୍ତୁ କ’ଣ ରହିଛି ବିଶେଷତ୍ୱ...

ସୂଚନା ଅନୁଯାୟୀ, ଦୁବାଇର ସ୍କୁପି କ୍ୟାଫେରେ ବ୍ଲାକ୍ ଡାଇମଣ୍ଡ ନାମରେ ଏକ ଆଇସକ୍ରିମ୍ ପରସା ଯାଏ। ଯାହାର ଦାମ୍‌ ୬୦ ହଜାର ଟଙ୍କା ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହାକୁ ଖାଇବାକୁ ଅନେକ ଲୋକ ପୂର୍ବରୁ ଟିକେଟ୍‌ ମଧ୍ୟ ବୁକିଂ କରୁଥିବା ଜଣାଯାଏ

modi
ମନ୍ କି ବାତ୍ କାର୍ଯ୍ୟକ୍ରମରେ ଇଷାକ୍‌ ମୁଣ୍ଡାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଆସନ୍ତା ଅଗଷ୍ଟ ୧୫ ଆମ ପାଇଁ ସ୍ୱାଧୀନତା ଦିବସ ପାଳନର ୭୫ ବର୍ଷ ପୂର୍ତ୍ତୀ ରହୁଛି। ତେଣୁ ଏହାକୁ ସ୍ୱତନ୍ତ୍ର ଭାବେ ପାଳନ କରିବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସ୍ଥାନୀୟ ଉଦ୍ୟୋଗପତିଙ୍କ ପାଇଁ ଭୋକାଲ ଫର୍ ଲୋକାଲକୁ ଗୁରୁତ୍ୱ ଦେବାକୁ ଅନୁରୋଧ କଲେ ମୋଦି।...

Ashok Gehlot
ରାଜସ୍ଥାନ କଂଗ୍ରେସରେ କନ୍ଦଳ: ଖୁବ୍‌ଶୀଘ୍ର ମନ୍ତ୍ରୀମଣ୍ଡଳର ହେବ ଅଦଳବଦଳ, ସଚିନଙ୍କୁ ଖୁସି କରିବାକୁ...

ଆଉ ଏହାରି ମଧ୍ୟରେ ସମାନ ଅବସ୍ଥା ରାଜସ୍ଥାନରେ ଦେଖାଯାଇଛି। ତେଣୁ ଏହାରି ମଧ୍ୟ ସମାଧାନ କରିବା ଲାଗି ଅଂଟା ଭିଡିଛନ୍ତି ଦଳୀୟ ନେତା। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ୍‌ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସଚିନ୍ ପାଇଲଟଙ୍କ ମଧ୍ୟରେ ଥିବା ଫାଟ ବଢିବାରେ...

corona
ଦେଶରେ ୨୪ ଘଣ୍ଟାରେ ୫୩୫ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

କେବଳ ଏତିକି ନୁହେଁ ବରଂଏ ପର୍ଯ୍ୟନ୍ତ ୪୩ କୋଟି ୩୧ ଲକ୍ଷ ୫୦ ହଜାର ୮୬୪ ଡୋଜ୍ ଟିକାକରଣ ହୋଇଥିବା ନେଇ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୩,୩୧,୫୦,୮୬୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Tokyo Olympic
ଅଲିମ୍ପିକ୍ସର ଆଜି ତୃତୀୟ ଦିନ : ପଦକ ଉପରେ ସମସ୍ତଙ୍କ ନଜର

ନୌଚାଳନା ମହିଳା ରାଉଣ୍ଡ ୧ରେ ନେତ୍ରା କୁମାନାଙ୍କର ଆଜି ଇଭେଣ୍ଟ ରହିଛି। ସେହିପରି ୧୦ମିଟର ଏୟାର ରାଇଫଲ ପୁରୁଷ ବିଭାଗରେ ଦୀପକ କୁମାର ଓ ଦିବ୍ୟାଂଶ ସିଂହ ପନଓ୍ୱର ଆଜି ମୈଦାନକୁ ଓହ୍ଲାଇବେ। ଟେବୁଲ ଟେନିସ ପୁରୁଷ ବିଭାଗ ସିଙ୍ଗଲ୍ସରେ ସଥିୟାନ ଗୁନଶେଖରନ ମଧ୍ୟ ଆଜି ମୈଦାନକୁ ଓହ୍ଲାଇବେ।...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି