• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Sweeper Became SDM
ଦିନେ ଯେଉଁଠି ସୁଇପର ଥିଲେ ଆଜି ସେଇଠି ସବ୍‌ କଲେକ୍ଟର ହେଲେ

ଭାଗ୍ୟ ନୁହେଁ ନିଷ୍ଠା ହିଁ ବଦଳାଇ ଦେଲା ଝିଅଟିର ଭାଗ୍ୟ। ଦିନେ ଯେଉଁଠି ସେ ସୁଇପର ଭାବେ କାମ କରୁଥିଲେ, ଏବେ ଠିକ୍ ସେଇ ଜାଗାରେ ସେ ସବ୍‌-କଲେକ୍ଟର ଭାବେ ଚାକିରି କରୁଛନ୍ତି। ଯେଉଁ ହାତରେ ଝାଡ଼ୁ ଧରି ରାସ୍ତା ସଫା କରୁଥିଲେ, ଆଜି ସେହି ହାତରେ ଜିଲ୍ଲାର...

Gajapati ACF Death Case
“ମୋ ଭାଇକୁ ମାରିଦିଆଯାଇଛି, ସେ ଆତ୍ମହତ୍ୟା କରିନାହିଁ”

ତପନ ପଟ୍ଟନାୟକଙ୍କ ଉପସ୍ଥିତିରେ ତଦନ୍ତ କରାଯାଇଛି। ସୌମ୍ୟଙ୍କ ସହକର୍ମୀଙ୍କୁ ନେଇ ଡେମୋ କରିଥିଲା ପୋଲିସ। ତେବେ ମାମଲାରେ ସଂପୃକ୍ତ ନଥିବା ନେଇ ପୂର୍ବରୁ ସୌମ୍ୟଙ୍କ ସ୍ତ୍ରୀ, ରୋଷେୟା ମନ୍ମଥ କୁମ୍ଭ ଏବଂ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା କହିଛନ୍ତି।

Olympic 2021
ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ କ୍ରୀଡ଼ାବିତ୍‌ଙ୍କ ଯାତ୍ରା ଆରମ୍ଭ

ପଜିଟିଭ୍‌ ଚିହ୍ନଟ ନେଇ ଶନିବାର ଆୟୋଜକ ସଂସ୍ଥା ପକ୍ଷରୁ କୁହାଯାଇଛି। ଟୋକିଓ ଅର୍ଗାନାଇଜିଂ କମିଟିର ପ୍ରବକ୍ତା ମାସା ଟାକାୟା ପ୍ରେସ୍‌ କନ୍‌ଫରେନ୍ସରେ ସୂଚନା ଦେଇ କହିଛନ୍ତି, ‘ଭିଲେଜ୍‌ରୁ ଜଣେ ବ୍ୟକ୍ତି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

OCA Game
କୋହଳ ହେଲା କଟକଣା: ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ଆଉଟ୍‌ଡୋର ସହ ଇନଡୋର ଗେମ୍ସକୁ ବି ମିଳିଛି ଅନୁମତି। ଏହାପରେ ଆରମ୍ଭ ହୋଇଯାଇଛି ଅଭ୍ୟାସ। ବ୍ୟାଡମିଣ୍ଟନ, କରାଟେ, ଜୁଡୋ, ତାଇକୋଣ୍ଡ ଏବଂ ସନ୍ତରଣ ବର୍ଗରେ ଖେଳାଳି ପ୍ରାକ୍ସିସକୁ ଫେରିଛନ୍ତି

India-Sri Lanka Match
ଆଜିଠୁ ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ୍

ଆଜିଠୁ ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ୍ ଦିନିକିଆ ସିରିଜରେ ପ୍ରଥମ ମ୍ୟାଚ୍ ଆଜି ଖେଳାଯିବ। କଲମ୍ବୋର ଆର୍. ପ୍ରେମଦାସା ଷ୍ଟାଡିୟମରେ ଭାରତୀୟ ସମୟ ଅପରାହ୍ଣ ୩ଟାରେ ମ୍ୟାଚ୍ ଖେଳାଯିବ। ପ୍ରଥମ ଥର ପାଇଁ ଶିଖର ଧାଓ୍ୱନଙ୍କ ଅଧିନାୟକତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ ଅପରାହ୍ଣ ୨ଟା ୩୦ରେ ଟସ୍ ପଡ଼ିବ...

parliament
କାଲିଠୁ ମୌସୁମୀ ଅଧିବେଶନ: ଆଜି ବସିବ ସର୍ବଦଳୀୟ ବୈଠକ

କରୋନା କାଳରେ ଅଧିବେଶନ ବସୁଥିବାରୁ ସମସ୍ତ ସଦସ୍ୟ କୋଭିଡ୍ ପ୍ରୋଟୋକଲ ମାନିବାକୁ ହେବ ବୋଲି କୁହାଯାଇଛି। ଏଥିପାଇଁ ଗୃହରେ ସ୍ୱତନ୍ତ୍ର ଭାବେ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହା ପୂର୍ବରୁ ଗତକାଲି ରାଜ୍ୟସଭା ଅଧ୍ୟକ୍ଷ ଏମ୍. ଭେଙ୍କୟା ନାଇଡୁ ଗୃହର ଫ୍ଲୋର ଲିଡର ମାନଙ୍କ ସହ ଆଲୋଚନା କରିଥିଲେ। ପ୍ରତିରକ୍ଷା...

Corona Third Wave
୩ ରୁ ୪ ମାସ ରହିପାରେ ତୃତୀୟ ଲହରର ପ୍ରକୋପ

କୋଭିଡ୍ ଟିକା ନେବା ପରେ ରାଜ୍ୟରେ କେତେଜଣ ସଂକ୍ରମିତ ହୋଇଛନ୍ତି? ପ୍ରଥମ ଡୋଜ୍ ନେବା ପରେ କେତେ ଓ ଦ୍ୱିତୀୟ ଡୋଜ୍ ପରେ କେତେ, ସେ ସଂପର୍କରେ ତର୍ଜମା କରୁଛି ସ୍ୱାସ୍ଥ୍ୟ ବିଭାଗ ଟିମ୍। ସେପଟେ ଟିକା ନେବାପରେ ଯେଉଁମାନେ କରୋନାରେ ଆକ୍ରାନ୍ତ ହେଉଛନ୍ତି ସେମାନେ ଗୁରୁତର ହେଉନାହାନ୍ତି...

Priyanka
ରାଜ୍ୟ ପାଇଁ ଗୌରବ ଆଣିଲେ ବାରିପଦାର ଝିଅ

ସୁନ୍ଦରୀ ପ୍ରତିଯୋଗିତା ଯେ ବଡ ବଡ଼ ମେଟ୍ରୋ ସହରର ଯୁବତୀଙ୍କ ହାତରେ ଆଉ ତାହା ନୁହଁ ବରଂ ଭାରତର ସୁନ୍ଦରୀ ଯୁବତୀ ପ୍ରତିଯୋଗିତାରେ ଗ୍ରାମାଞ୍ଚଳ ଏବଂ ଛୋଟ ଛୋଟ ସହରର ଯୁବତୀଙ୍କ ମୁଣ୍ଡରେ ମଧ୍ୟ ମୁକୁଟ ପିନ୍ଧି ବାର ସୌଭାଗ୍ୟ ମିଳିଲାଣି

parliament-kTNE-621x414@LiveMint-1
ସୋମବାରଠୁ ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ

ଆମେ ପୂର୍ବରୁ ବି ଦେଶର ପ୍ରତ୍ୟେକ ଚାଷୀ ଭାଇଙ୍କ ସ୍ୱାର୍ଥ ରକ୍ଷା କରିବା ପାଇଁ କାମ କରୁଛୁ ଓ ଆଗାମୀ ଦିନରେ ବି ସେହି ଅନୁସାରେ କାମ କରିବୁ। କେବଳ ଏତିକି ନୁହେଁ ବରଂ ତୈଳଦର ଓ ରନ୍ଧନ ଗ୍ୟାସ ସହ ଅତ୍ୟାବଶ୍ୟକ ସାମଗ୍ରୀର ବୃଦ୍ଧିକୁ ନେଇ କେନ୍ଦ୍ର...

CM BS Yediyurappa
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ୟେଦିୟୁରପ୍ପା?

ସୂଚନା ଅନୁସାରେ, କର୍ଣ୍ଣାଟକରେ କ୍ୟାବିନେଟ୍ ପୁନଃନିର୍ମାଣ ପାଇଁ ବିଜେପି କେନ୍ଦ୍ରୀୟ ନେତୃତ୍ୱ ଆଭିମୁଖ୍ୟ ଗ୍ରହଣ କରିପାରନ୍ତି । ଦଳରେ ବଢୁଥିବା ଅସନ୍ତୋଷ ପାଇଁ ୟେଦିୟୁରପ୍ପା ଇସ୍ତଫା ଦେଇପାରନ୍ତି

Navjot Singh Sidhu
କଂଗ୍ରେସ କନ୍ଦଳର ହେବ କି ସମାଧାନ? ସିଦ୍ଧୁ ହୋଇପାରନ୍ତି ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ

ଏହାପରେ ମୁଖ୍ୟମନ୍ତ୍ରୀଙ୍କ ସହ ରୁଦ୍ଧଦ୍ୱାର ବୈଠକ ମଧ୍ୟ କରିଛନ୍ତି। ସେପଟେ, ସିଦ୍ଧୁ ନିଜ ସପକ୍ଷରେ ମତ ସୃଷ୍ଟି କରିବାକୁ ଆଜି ରାଜ୍ୟର ବିଭିନ୍ନ ମନ୍ତ୍ରୀ ଓ ବିଧାୟକଙ୍କୁ ଭେଟିଛନ୍ତି। ଏହାସହ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି। କୁହାଯାଉଛି ସିଦ୍ଧୁ ହିଁ...

school open
ଜୁଲାଇ ୨୬ରୁ ଖୋଲିବ ସ୍କୁଲ

ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।

modi-Pawar
ଏକାଠି ହେବେ କି ଏନସିପି-ବିଜେପି?

ତେଣୁ ତାହାର ସମାଧାନ ଲାଗି ଶ୍ରୀ ପାୱାର ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ସମୟ ମାଗିଥିଲେ ଆଉ ଏହା ପରେ ଆଜିର ଦିନ ବୈଠକ ପାଇଁ ଧାର୍ଯ୍ୟ ହୋଇଥିଲା। କେମିତି ଲୋକମାନଙ୍କୁ ବ୍ୟାଙ୍କ କ୍ଷେତ୍ରରେ କୌଣସି ଅସୁବିଧା ନହେବ ସେନେଇ ପ୍ରଧାନମନ୍ତ୍ରୀ ବ୍ୟବସ୍ଥା କରିବାକୁ ସେ ଦାବି କରିଛନ୍ତି।

tree plantation
ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ

ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।

Bus
ସ୍ୱାଭାବିକ ହେଉନି ବସ ସେବା

ଲକଡାଉନ୍ କୋହଳ ହେବା ପରେ ସାରା ରାଜ୍ୟରେ ବସ ସେବା ସ୍ୱଭାବିକ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଏଯାଏଁ ଅଧିକାଂଶ ରୁଟରେ ବସ ଚଳାଚଳ ହୋଇପାରୁନାହିଁ ।

Ashwini Vaishnaw
ମୋଦି ଯେଉଁ ଷ୍ଟେସନ୍‌ରେ ଚା’ ବିକିଥିଲେ, ସେହି ଷ୍ଟେସନ୍‌ ବୁଲିଲେ ଅଶ୍ୱନୀ ବୈଷ୍ଣବ

ପୂରା ଷ୍ଟେସନକୁ ବୁଲି ଦେଖିଲି, ଅତ୍ୟନ୍ତ ପରିଷ୍କାର ରହିଛି। ଭାରତୀୟ ରେଳ ବିଶ୍ୱର ସବୁଠୁ ବଡ଼ ରେଳ ନେଟ୍‌ୱାର୍କ। ତେଣୁ ଏହାର ବ୍ୟବହାର ଲୋକମାନେ କେମିତି ସୁରୁଖୁରୁରେ କରିବେ ସେନେଇ ଆମେ କରିବା ଦରକାର ବୋଲି ଅଶ୍ୱିନୀ କହିଛନ୍ତି। କେବଳ ଏତିକି ନୁହେଁ ବରଂ ନିଜେ ରେଳ ଇଞ୍ଜିନ୍‌ରେ...

doctor
ବିନା ବଧିରା ଇଂଜେକ୍‌ସନ୍‌ରେ ହେଲା ଅପରେସନ୍‌, ଜାଣନ୍ତୁ କେମିତି...

ସ୍ଥିତି ଏପରି ହୋଇଥିଲା କି ପରିବାର ଲୋକ ମଧ୍ୟ ବହୁ ଚେଷ୍ଟା କରିବା ପରେ ନାବାଳକର ତଣ୍ଟିରୁ ତାହା ବାହାରି ପାରିନଥିଲା। ଫଳରେ ଉପାୟଶୂନ୍ୟ ହୋଇ ପରିବାର ଲୋକମାନେ ତାକୁ ତୁରନ୍ତ ଡାକ୍ତରଖାନାକୁ ନେଇଥିଲେ। ଆଉ ସେଠାରେ ଡାକ୍ତର ଏମିତି କିଛି କଲେ....

rain
ଦିଲ୍ଲୀରେ ପ୍ରବଳ ବର୍ଷିବ: ବୁଡ଼ି ପାରେ ତଳିଆ ଅଂଚଳ

କେବଳ ଏତିକି ନୁହେଁ ବରଂ ବର୍ଷା ପ୍ରଭାବରେ ତଳିଆ ଅଂଚଳରେ ପାଣି ଜମିବା ପାରେ ତେଣୁ ଏବେଠୁ ସାବଧାନ ରହିବା ଲାଗି ସ୍ଥାନୀୟ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ଅର୍ଥାତ୍‌ IMD ଡ୍ୟୁଟି ଅଫିସର କହିଛନ୍ତି ଯେ, ଦିଲ୍ଲୀ ଉପରେ ଏର ଟ୍ରଫ୍‌...

Jodhpur
ସଫେଇ କର୍ମଚାରୀ ଥିଲେ,ଏବେ ସବ୍‌କଲେକ୍ଟର ହେଲେ

ସମୟ ଥିଲା ରାଜସ୍ଥାନର ଯୋଧପୁର ଅଂଚଳରେ ମୁହଁରେ କପଡ଼ା ବାନ୍ଧି ରାସ୍ତା ସଫା କରୁଥିଲେ। ସେତେବେଳେ ଏହି ମହିଳାଙ୍କ ଉପରେ କାହାର ଦୃଷ୍ଟି ପଡ଼ିନଥିଲା। କିନ୍ତୁ ଆଜି ସମସ୍ତ ଏହି ମହିଳାଙ୍କୁ ନେଇ ଚର୍ଚ୍ଚା କରୁଛନ୍ତି। କାରଣ ନିଜର ପରିଶ୍ରମ ବଳରେ ସେ ନିଜର ଭାଗ୍ୟ ବଦଳାଇ ଦେଇଛନ୍ତି।...

War Of Words
ରୋଚକ ରାଜନୀତି,ଯୋଜନା ବୈଠକରେ ବାପ-ଝିଅ କଥା କଟାକଟି

ମାଲକାନଗିରିରେ ରୋଚକ ରାଜନୀତି । ଜିଲ୍ଲା ଯୋଜନା ବୈଠକରେ ବାପା-ଝିଅ କଟାକଟି । ମାଲକାନଗିରି ଯୋଜନା ବୈଠକରେ ମୁହାଁମୁହିଁ ହୋଇଛନ୍ତି ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ବିଜେପି ଜିଲ୍ଲା ପରିଷଦ ସଭ୍ୟ ତଥା ବିଧାୟକଙ୍କ ଝିଅ ଶାନ୍ତିଲତା ମାଝୀ ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି