• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

strike
୬ ଘଣ୍ଟିଆ ଓଡ଼ିଶା ବନ୍ଦ

ବାମଦଳର ଓଡ଼ିଶା ବନ୍ଦ ଡାକରା । ଆଜି ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛନ୍ତି ୪ଟି ବାମଦଳ । ସିପିଆଇ,ସିପିଆଇଏମ୍,ସିପିଆଇଏମ୍‌ଏଲ୍ ଏବଂ ଫରୱାଡ ବ୍ଲକ୍ ପ‍କ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି ।

corona
R-ଫ୍ୟାକ୍ଟର କଣ ? କାହିଁକି ବଢୁଛି କରୋନାର R-ଫ୍ୟାକ୍ଟର

ରାଜ୍ୟରେ ବଢ଼ିଲାଣି କରୋନାର R-ଫ୍ୟାକ୍ଟର । R-ଫ୍ୟାକ୍ଟର କହିଲେ କରୋନାର ରିପ୍ରଡକ୍ସନ ନମ୍ବର ବା ବଂଶବୃଦ୍ଧି ହାରକୁ ବୁଝାଇଥାଏ । କିଛି ରାଜ୍ୟରେ କରୋନା ସତର୍କତାର ଖୋଲାଖୋଲି ଉଲ୍ଲଂଘନ ଫଳରେ ଏହି R-ଫ୍ୟାକ୍ଟର ବଢ଼ିଛି ।

Tarang
କଟକଣା ଭିତରେ ତରଙ୍ଗର ସିରିଏଲ ସୁଟିଂ ଆରମ୍ଭ, କଳାକାର-ଦର୍ଶକ ଆଶ୍ୱସ୍ତ

ସମ୍ପୂର୍ଣ୍ଣ ସ୍ୱାଭାବିକ ସ୍ଥିତି ଫେରିନଥିଲେ ବି ଧିରେ ଧିରେ ଅଣ୍ଟା ଶଳଖିବାକୁ ଚେଷ୍ଟା କରୁଛି ମନୋରଂଜନ ଦୁନିଆ । କରୋନା କଟକଣା କୋହଳ ହେବା ପରେ ଗାଇଡ୍‌ଲାଇନ୍‌ ମାନି ଚାଲିଛି ଲୋକପ୍ରିୟ ମନୋରଂଜନ ଚ୍ୟାନେଲ୍ ତରଙ୍ଗର ସିରିଏଲ ସୁଟିଂ

Politics On Public
ନିର୍ବାଚନ ଆସୁଛି, ରାଜନୀତି ବଢ଼ୁଛି

ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ। ତେଜୁଛି ପ୍ରତିବାଦ ଓ ପଲିଟିକ୍ସ। ରାଜ୍ୟବାସୀଙ୍କ ପ୍ରମୁଖ ସମସ୍ୟାକୁ ଆଧାର କରି ଜନତାଙ୍କ ନିକଟତର ହେବାକୁ ଅଣ୍ଟା ଭିଡିଲେଣି ବିରୋଧୀ ଦଳମାନେ। ଆବାସ କେଳେଙ୍କାରୀ ଓ ବିଦ୍ୟୁତ୍ ଦରବୃଦ୍ଧି ପ୍ରସଙ୍ଗକୁ ଧରି ବିଜେପି ରାଜ୍ୟ ସରକାରଙ୍କୁ ଘନ ଘନ ଆକ୍ରମଣ ଜାରି ରହିଥିବାବେଳେ...

5T
ଭାଇରଲ ଭିଡିଓରେ ପିସି ଭାଗବଣ୍ଟା ! କାହାର କେତେ ରେଟ୍‌, ସବୁ ଫିକ୍ସଡ୍‌..

ପାଞ୍ଚଟି T ବେଶି ଗୁରୁତ୍ୱପୂର୍ଣ୍ଣ, ନା ଗୋଟିଏ P ଓ ଗୋଟିଏ C । ଆମେ ଆପଣଙ୍କୁ ଇଂରାଜୀ ବର୍ଣ୍ଣ ପରିଚୟ କରାଉନୁ । ଆପଣଙ୍କୁ ପରିଚିତ କରାଉଛୁ ସରକାରୀ ବାବୁଙ୍କ ଉପୁରି ମୋହ ସହ । ସିଧାସିଧା କହିଲେ, ପିସିର ମୋହ ଆଗରେ ବାବୁମାନଙ୍କ ପାଇଁ ସତେକି...

Paralakhemundi ACF Death
କେମିତି ହେଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ?

କେମିତି ହେଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ? ଦୁର୍ଘଟଣା, ଆତ୍ମହତ୍ୟା ନା ହତ୍ୟା ? ଘଟଣାକୁ ଏବେ ବି ସସପେନ୍ସ ଘେରିଥିଲା ବେଳେ ପରିବାର ଲୋକେ ସୌମ୍ୟଙ୍କ ପତ୍ନୀଙ୍କ ଅନୈତିକ ସଂପର୍କ କଥା ଉଠାଇ ଡିଏଫ୍ଓ ଏବଂ ରୋଷେଇ କରୁଥିବା ଗାର୍ଡକୁ ଦାୟୀ...

Corona Virus
ଅନଲକ୍‌ ହେବ ନା ପୁଣି ଥରେ ଆଂଶିକ ଲକଡାଉନ୍‌ କରିବେ ରାଜ୍ୟ ସରକାର?

କେତେ ଜିଲ୍ଲା ଖୋଲିବ, ଆଉ କେଉଁ କେଉଁ କ୍ଷେତ୍ରରେ ନିୟମ କୋହଳ ହେବ? ଦିନକ ପରେ ଆଂଶିକ ଲକଡାଉନ୍‌ ଶେଷ ହେଉଥିବାରୁ ଆସନ୍ତାକାଲି ଆସିବ ନୂଆ ଗାଇଡଲାଇନ୍। ତେବେ କେନ୍ଦ୍ର ସରକାର, ସବୁ ରାଜ୍ୟର ମୁଖ୍ୟଶାସନ ସଚିବଙ୍କୁ ଲେଖିଥିବା ଚିଠି, ପଡୋଶୀ ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ରାଜ୍ୟର...

Politics On Public
ନିର୍ବାଚନ ଆସୁଛି, ରାଜନୀତି ବଢ଼ୁଛି

ଆବାସ କେଳେଙ୍କାରୀ ବିରୋଧରେ ରଣହୁଙ୍କାର ସରୁ ସରୁ ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରସଙ୍ଗରେ ବିଜେପିର ଗର୍ଜନ। ରାଜ୍ୟରେ ଅଘୋଷିତ ବିଦ୍ୟୁତ କାଟ ଓ ଲୋ ଭୋଲଟେଜ୍ ସମସ୍ୟା ସହ ଶୁଳ୍କ ବୃଦ୍ଧି ଦାଉରେ ଛଟପଟ ଉପଭୋକ୍ତାଙ୍କ ଅସନ୍ତୋଷକୁ ଅସ୍ତ୍ର କରି ଦଳ ଆରମ୍ଭ କରିଛି ରାଜ୍ୟବ୍ୟାପୀ ପ୍ରତିବାଦ

Corona Virus
ନୂଆ ଗାଇଡ୍‌ ଲାଇନ୍‌କୁ ଅପେକ୍ଷା

ଏଣେ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଆଜି ସବୁ ରାଜ୍ୟକୁ ଚିଠି କରି କୋଭିଡ ଗାଇଡଲାଇନ୍‌ କଡ଼ାକଡ଼ି ଭାବେ ପାଳନ କରିବାକୁ ଅପିଲ୍ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ଲୋକମାନେ କୋଭିଡ୍ ନିୟମ ମାନୁନାହାଁନ୍ତି। ଲକଡାଉନ୍ କୋହଳ କରାଯାଇଥିବାରୁ ବିଭିନ୍ନ ସ୍ଥାନରେ ଭିଡ଼ ଜମୁଛି। ଏହାକୁ...

Narendra Modi
ସ୍ୱତନ୍ତ୍ର ପ୍ୟାକେଜ୍‌ ନେଇ ଆସନ୍ତାକାଲି ୟୁପି ଗସ୍ତ କରିବେ ମୋଦି

କୁହାଯାଉଛି ମୋଦିଙ୍କର ଏହି ଗସ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ରହିଛି। ସଜ ସଜ ପଂଚାୟତ ନିର୍ବାଚନରେ ବିଜେପି ୟୁପିରେ ବାଜିମାତ୍‌ କରିଛି। କେବଳ ଏତିକି ନୁହେଁ ବରଂ ଆଗାମୀ ବର୍ଷ ଅର୍ଥାତ୍‌ ୨୦୨୨ରେ ୟୁପିରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ତେଣୁ ମୋଦିଙ୍କର ଏହି ଗସ୍ତ ସବୁ ଆଡ଼ୁ ଗୁରୁତ୍ୱପୂର୍ଣ୍ଣ...

Sharad Pawar
ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ହେବେ ଶରଦ ପାୱାର?

ରାଷ୍ଟ୍ରପତି ପଦ ପାଇଁ ମୋ ନାଁ ଚର୍ଚ୍ଚା ହେବା ହିଁ ଆଦୌ ଠିକ୍‌ ନୁହେଁ। ପ୍ରଶାନ୍ତ ଯେଉଁ ସମୟରେ ମୋ ସହ ସାକ୍ଷାତ୍‌ କରିଥିଲେ ତାହା ସମ୍ପର୍ଣ୍ଣ ରାଜନୈତିକ ଥିଲା। ସେ ସମୟରେ ଏ ନେଇ କୌଣସି ଆଲୋଚନା ମଧ୍ୟ ହୋଇନଥିବା ସେ ସ୍ପଷ୍ଟ କରିଛନ୍ତି। କେବଳ ଏତିକି...

Congress Rally
ତେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଶୋଭାଯାତ୍ରା

ତୈଳଦର ସହ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ପ୍ରତିବାଦ କରି ବାମ ଦଳ ଏହି ବନ୍ଦ ଡାକରା ଆହ୍ୱାନ ଦେଇଛି। ଦରବୃଦ୍ଧି କମାଇବାକୁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛି ସଂଗଠନ। ସେହିପରି ରାଉରକେଲାରେ ମଧ୍ୟ ଗତକାଲି ଓଡ଼ିଶା ବନ୍ଦ ଡାକରା ଆହ୍ୱାନରେ ରାଲି କରାଯାଇଥିଲା। ସହରର...

coronavirus
“ଆସିପାରେ କରୋନାର ଚତୁର୍ଥ ଲହର”

ତୃତୀୟ ଲହର ଭାରତକୁ ଆସିନି। ସମ୍ଭାବ୍ୟ ତୃତୀୟ ଲହର ନେଇ ପ୍ରତିକ୍ରିୟା ରଖି ଏହା କହିଛନ୍ତି DMET ସିବିକେ ମହାନ୍ତି। ସବୁ ମହାମାରୀରେ ତୃତୀୟ, ଚତୁର୍ଥ ଲହର ଆସିପାରେ, ଏହା ନୂଆକଥା ନୁହେଁ। ଏବେ ଦେଶରେ କରୋନାର ଡାଉନ୍ ଟ୍ରେଣ୍ଡ୍ ରହିଛି। କେସ୍ ଲୋଡ୍, ସଂକ୍ରମଣକୁ ଦେଖତ୍ ସରକାର...

Gundicha Temple
ଆଡ଼ପ ମଣ୍ଡପରେ ଶ୍ରୀଜିଉ: ସୁରୁଖୁରୁରେ ଚାଲିଛି ନୀତିକାନ୍ତି

ଗତକାଲି ସଂଧ୍ୟା ଧୂପ ନୀତି ପରେ ଘୋଡା ଫିଟା ଯାଇ ଚାରମାଳ ଲଗାଯିବା ସହ ପୁଷ୍ପାଞ୍ଜଳି କରାଯାଇ ପ୍ରଥମେ ମଦନ ମୋହନ ଓ ରାମକୃଷ୍ଣଙ୍କୁ ପହଣ୍ଡି ବିଜେ କରାଯାଇଥିଲା । ପରେ ଚକ୍ରରାଜ ସୁଦର୍ଶନ, ବଡ଼ଭାଇ ବଳଭଦ୍ର, ମା ସୁଭଦ୍ରା ଓ ଶେଷରେ ଶ୍ରୀ ଜଗନ୍ନାଥଙ୍କୁ ଗୋଟି ପହଣ୍ଡିରେ...

Balasore
ବାପା କ୍ୟାନସର ଓ କରୋନାରେ ଚାଲିଗଲେ ମାଆ, ଏକୁଟିଆ ହୋଇଗଲା ୯ ବର୍ଷର କୁନି ଝିଅ...

ଗ୍ରାମବାସୀଙ୍କ ସହାୟତାରେ ଚିକିତ୍ସା ପାଇଁ ବାଲେଶ୍ୱର କୋଭିଡ୍ ହସପିଟାଲରେ ଭର୍ତ୍ତି ହେଲେ , ଏପଟେ କୁନି ଝିଅଟି ଘରେ ଏକୁଟିଆ ଅପେକ୍ଷା କରି ରହିଥିଲା ମା ହସପିଟାଲରୁ କେତେବେଳେ ଘରକୁ ଫେରିବ ? ମାତ୍ର ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଲେ ରେବତୀ।

pari
ପରୀ ଅପହରଣ ଘଟଣାକୁ ପୂରିଲା ବର୍ଷେ: କେବେ ଦଣ୍ଡ ପାଇବ ପ୍ରକୃତ ଦୋଷୀ?

ମାତ୍ର ପୋଲିସ ଏକ ମିସିଙ୍ଗ କେସ କରି ଚୁପ ବସି ଯାଇଥିଲା। ତେବେ ନୟାଗଡ଼ ଏସପି ଏବଂ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ ଅଶୋକ । ହେଲେ ଅପହରଣର ୭ ଦିନ ପରେ ଗାଁ କୁ ପୋଲିସର ଡଗ ସ୍କ୍ୱାର୍ଡ ଆସିଥିଲା ସତ କିନ୍ତୁ କୌଣସି ସନ୍ଧାନ ପାଇ...

bara-death
ବରଗାଡ଼ିରେ ବସି ଥାଆନ୍ତେ ହେଲେ କୋକେଇରେ ଶୋଇଲେ....

ବିବାହ ଦିନ ଚାଲିଗଲା ବରଙ୍କ ଜୀବନ। ଯେଉଁଦିନ ବିବାହ କରିଥାନ୍ତେ, ବର ବେଶରେ କନ୍ୟା ପାଖକୁ ଯାଇଥାନ୍ତେ ସେ ଦିନ ଉଠିଲା କୋକେଇ। ଶୁଣିବାକୁ ଯେତେ ହୃଦୟବିଦାରକ ଘଟଣା ବି ସେତେ କଷ୍ଟଦାୟକ ।

vaccination
ଟିକା ନେବାକୁ ମନା କରୁଛନ୍ତି ଡଙ୍ଗାରିଆ କନ୍ଧ

ପୁଣି ନିରାଶ ପ୍ରଶାସନ, ବୁଝାଇବାରେ ଅସଫଳ ହେଲେ ପ୍ରଶାସନିକ ଅଧିକାରୀ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନିୟମଗିରି ପାହାଡ ଅଞ୍ଚଳର ପାରସାଲିରେ ଆଦିମ ଜନଜାତି ଡ଼ଙ୍ଗରିଆ କନ୍ଧଙ୍କୁ କୋଭିଡ୍‌-୧୯ ଟିକା କରଣ କରିବାର ଥିଲା। କିନ୍ତୁ କେହି ହେଲେ ଆସିଲେନାହିଁ ଟିକା କରଣ କେନ୍ଦ୍ରକୁ।

flood water
ଫୁଲୁଛି ବୈତରଣୀ: ୟାସ୍‌ ପ୍ରଭାବରେ ଅନେକ ଲୁଣା ବନ୍ଧ ଡ୍ୟାମେଜ୍‌

ବାତ୍ୟା ୟାସ ଲ୍ୟାଣ୍ଡଫଲ କରିବା ପରେ ପ୍ରବଳ ବର୍ଷା ଯୋଗୁଁ ବଢିଛି ବିଭିନ୍ନ ନଦୀର ଜଳସ୍ତର। କେନ୍ଦୁଝର ଜିଲ୍ଲାରେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରଭାବିତ ହେଉଛି। ଆନନ୍ଦପୁର ପାଖରେ ବୈତରଣୀ ବିପଦ ସଂକେତ ଉପରେ ଜଳ ପ୍ରଭାବିତ ହେଉଛି।

flood water
ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ଯାଜପୁର ଓ ଭଦ୍ରକ

ବାତ୍ୟା ୟାସ୍ ପ୍ରଭାବରେ ବୈତରଣୀ ନଦୀ ଅବବାହିକାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା ଦେଖାଦେଇଛି। ଏ ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶର ପ୍ରଦୀପ ଜେନା। ଆନନ୍ଦପୁର ଏବଂ ଆଖୁଆପଦାଠାରେ ବିପଦ ସଂକେତ ଉପରେ ବୈତରଣୀ ପ୍ରବାହିତ ହେଉଛି।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି