• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Modi
ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟା ୟାସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ମନ୍ତ୍ରୀ ଓ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବମାନେ  ମଧ୍ୟ ଉପସ୍ଥିତ ଥିଲେ

Cyclone-Yash-
ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା

ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି। କାଲି ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କଲା ପାଣିପାଗ ବିଭାଗ।

rain
ଆସନ୍ତାକାଲି ବାତ୍ୟାର ରୂପ ନେବ ଲଘୁଚାପ: ୨୫ ତାରିଖରୁ ବର୍ଷା ଆଲର୍ଟ

ୟାସ୍ ଉପକୂଳ ଛୁଇଁବା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ରହିପାରେ। ମଝିରେ ମଝିରେ ଏହା ୧୮୫ କି.ମି ମଧ୍ୟ ଛୁଇଁପାରେ। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ- ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଇଏମ୍‌ଡ଼ି

coronavirus in odisha
ଦେଶରେ କମୁଛି ସଂକ୍ରମଣ: ୨୪ ଘଂଟାରେ ୩୭୪୧ କରୋନା ଆକ୍ରାନ୍ତଙ୍କ ଗଲା ପ୍ରାଣ

ଦେଶରେ କମୁଛି ସଂକ୍ରମଣ। ଆଜି ମୋଟ୍‌ ୩୭୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ କରୋନାଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬କୁ ବୃଦ୍ଧି ପାଇଛି।

cyclone
ୱେଲ୍‌ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ୱେଲ୍‌ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରର ଲଘୁଚାପ। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅବପାତ ବା ଡିପ୍ରେସନରେ ପରିଣତ ହେବ।

modig
ବାତ୍ୟାକୁ ନେଇ ଆଜି ସମୀକ୍ଷା କରିବେ ମୋଦି

ଏହି ବାତ୍ୟା ୨୬ ତାରିଖରେ ଓଡ଼ିଶାର ଉତ୍ତର ଉପକୂଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଅଛି

shutdown
ସଟଡାଉନ୍‌ରେ ବନ୍ଦ ରହିଛି ଦୋକାନ: ବାହାରେ ବୁଲିବା ଉପରେ ସଂପୂର୍ଣ୍ଣ ରୋକ୍

ରାଜ୍ୟରେ ଜାରି ରହିଛି ଦୁଇ ଦିନିଆ ସପ୍ତାହାନ୍ତ ସଟଡାଉନ୍‌। ଆଜି ସଟଡାଉନ୍‌ର ଦ୍ୱିତୀୟ ଦିନ, ଗତକାଲି ଭଳି ଆଜି ମଧ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି

Corona-Odisha
ସଂକ୍ରମଣ କମିବାରେ ନା ଧରୁନି: ୨୪ ଘଂଟାରେ ୧୨,୮୫୨ ଆକ୍ରାନ୍ତ ହେଲେ ଚିହ୍ନଟ

କମିବାରେ ନା ନେଉନାହିଁ କରୋନା। ଆଜି ପୁଣି ରାଜ୍ୟରୁ ୧୨,୮୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭,୧୯୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୫,୬୫୭ ରହିଛି

Bandaa People
ଚାଉଳ ଅଛି ସିନା ପରିବା ନାହିଁ କି ଲୁଣ ନାହିଁ, ରୋଷେଇ ହେବ କେମିତି?

ଦୁର୍ଗମ ଆଦିବାସୀ ଅଞ୍ଚଳକୁ ଛୁଇଁଛି କରୋନା। ବଣ୍ଡା ଓ ଡଙ୍ଗରିଆ କନ୍ଧଙ୍କ ଗାଁରେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ଉଭୟ ଅଞ୍ଚଳକୁ ସିଲ୍ କରି ଟେଷ୍ଟିଂକୁ ବଢ଼ାଯାଇଛି। ହେଲେ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ହାଟ ଉପରେ ନିର୍ଭର କରୁଥିବା ବଣ୍ଡା ଲୋକଙ୍କ ଘରେ ଏବେ ଖାଦ୍ୟ ସାମଗ୍ରୀର...

plus two exam
ଆଜି ବୈଠକ ପରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ହେବ ନିଷ୍ପତ୍ତି

କେବେ ଓ କେମିତି ହେବ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା? ଏହାକୁ ଚାହିଁ ରହିଛନ୍ତି ରାଜ୍ୟ ବୋର୍ଡ। ଏନେଇ ଆଜି ବସୁଛି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ।

cyclone
ବାତ୍ୟା ପାଇଁ ବିଭିନ୍ନ ଜିଲ୍ଲାରୁ ଆଜି ଯିବେ ଏନଡ଼ିଆରଫ,ଓଡ୍ରାଫ ଓ ଫାୟାର ଟିମ

ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ଲୋକଙ୍କୁ ସ୍ଥାନାନ୍ତରିତ,ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ବଡ଼ ବଡ଼ ଏନଜିଓ ମାନଙ୍କ ସହଯୋଗ ଲୋଡ଼ା ଯାଇଛି।

cycloned
ଆଜି ଅବପାତର ରୂପ ନେବ ବାତ୍ୟା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଅବପାତର ରୂପ ନେବ। ଏହାପରେ କେଉଁ ଦିଗରେ ମୁହାଁଇ ସ୍ଥଳ ଭାଗକୁ ଆସିବ ସେନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ସ୍ପଷ୍ଟ ସୂଚନା ଦିଆଯାଇପାରେ

Corona-Odisha
ଲକଡାଉନ୍‌ ଓ ସଟଡାଉନ୍‌ ପରେ ବି କମୁନି ମହାମାରୀ?

  ଲକଡାଉନ୍‌ ଓ ସଟଡାଉନ୍‌ କିଛି ମାନୁନି କରୋନା। ରାଜ୍ୟରେ ବଢିଚାଲିଛି ସଂକ୍ରମଣ। ଆଶା କରାଯାଉଥିଲା କଟକଣା କଡ଼ାକଡ଼ି ହେବା ପରେ ସଂକ୍ରମଣ କମିବ। ମାତ୍ର ଉଭୟ ପଜିଟିଭ୍ ଓ ମୃତ୍ୟୁରେ ଆଜି ସବୁ ରେକର୍ଡ ଭାଙ୍ଗିଛି ମହାମାରୀ

cycloned
ବାତ୍ୟା ଆସୁଛି: ପ୍ରଶାସନିକ ସ୍ତରରେ ଜୋରସୋରରେ ଚାଲିଛି ପ୍ରସ୍ତୁତି

ବେଳ ଥାଉ ଥାଉ ସତର୍କ,ସଜାଗ ହେଲାଇଣି ପ୍ରଶାସନ। ସଜ ହେଲାଣି ସାଜସରଞ୍ଜାମ, ମହାମାରୀର ମହାବିପତ୍ତି ବେଳେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଚାଲିଛି ପ୍ରସ୍ତୁତି

pradeep-and-pathak
କରୋନାରେ ସଂକ୍ରମିତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ IFS ଅଭୟକାନ୍ତ ପାଠକ

କରୋନାରେ ସଂକ୍ରମିତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ IFS ଅଭୟକାନ୍ତ ପାଠକ। ଉଭୟଙ୍କୁ ଝାରପଡ଼ା ଜେଲରରେ ଆଇସୋଲେସନରେ ରଖାଯାଇଛି। କାଲି ଝାରପଡ଼ା ଜେଲରେ ୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ କରୋନା ସଂକ୍ରମିତ।

CS
ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା ବୈଠକ କଲେ ମୁଖ୍ୟ ସଚିବ

ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ। ସମୀକ୍ଷା ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର, ଓ NDRF ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି। ଏହି ବୈଠକରେ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ୧୦ ଜିଲ୍ଲାପାଳ ମଧ୍ୟ ସାମିଲ ହୋଇଛନ୍ତି।

corona
ଶ୍ମଶାନକୁ ନିତିଦିନ ଆସୁଛି ୧୩୦ ରୁ ଅଧିକ ଶବ: ସଂସ୍କାର ପାଇଁ ଅସହାୟତା ପ୍ରକାଶ କଲେଣି ମଶାଣୀ ବନ୍ଧୁ

ସାରା ଦେଶରେ କରୋନା ମହାମାରୀ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଲାଣି। ଦିନକୁ ଦିନ ଭୟଙ୍କର ଭାବରେ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ଥିତି ଏମିତି ହେଲାଣି ଯେ, ଶ୍ମଶାନରେ ଶବ ସଂସ୍କାର କରିବାକୁ ଅସହାୟ ମନେ କଲେଣି ମଶାଣୀ ବନ୍ଧୁ।

Ventilators
ଲୋକେ ପାଉନାହାନ୍ତି କିନ୍ତୁ ଖତ ଖାଉଛି ଭେଣ୍ଟିଲେଟର

ଗୋଟେ ପଟେ ଛଟପଟ ହେଉଛନ୍ତି ରୋଗୀ, ଅନ୍ୟପଟେ ଖତ ଖାଉଛି ଭେଣ୍ଟିଲେଟର। ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଦେଖିବାକୁ ମିଳିଛି ଏମିତି ଦୃଶ୍ୟ। ଗୁରୁତର ରୋଗୀଙ୍କୁ ଭେଣ୍ଟିଲେଟର ମିଳୁନଥିବା ବେଳେ, କନା ଢାଙ୍କି ଗଦା ହୋଇଛି ଭେଣ୍ଟିଲେଟର।

rain
ବାତ୍ୟା ପ୍ରଭାବରେ ୨୫ ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ !

ଆସୁଛି ବାତ୍ୟା। ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ତେବେ ଏହାରି ମଧ୍ୟରେ ବାତ୍ୟାକୁ ନେଇ ଓଟିଭିକୁ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି ଯେ, ୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। 

rain
"ବର୍ଷାରେ ଓଦା ହେଲେ ସଂକ୍ରମଣର ରହିଛି ଅଧିକ ଭୟ"

କରୋନା ମହାମାରୀବେଳେ ବାତ୍ୟା ଆସୁଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ। ବାତ୍ୟା ଆସୁଥିବାରୁ ବର୍ଷା ହେବ। ବର୍ଷାରେ ଓଦା ହେଲେ ରୋଗ ପ୍ରତିରୋଧକ ଶକ୍ତି କମିଥାଏ ଓ ସଂକ୍ରମଣ ହେବାର ସମ୍ଭାବନା ଥାଏ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି