• translate
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Modi-Biden
ହ୍ୱାଇଟ୍‌ ହାଉସ୍‌ରେ ମୋଦି-ବାଇଡେନ୍‌, କମଲା କହିଲେ ପାକିସ୍ତାନର ଆତଙ୍କବାଦ ପ୍ରୀତି କଥା

ଓ୍ୱାସିଂଟନରେ ମୋଦି-ବାଇଡେନ୍ ଭେଟ । ହ୍ୱାଇଟ୍ ହାଉସ୍‌ରେ ଉଭୟଙ୍କ ମଧ୍ୟରେ ଆଲୋଚନା । ସୂଚନା ଅନୁସାରେ ଭାରତ-ଆମେରିକା ସଂପର୍କକୁ ଆଉ ପାଦେ ଆଗେଇ ନେବା ପାଇଁ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେଉଛି ।

UPSC
UPSC Results: ଦେଶରେ ଶୁଭମ୍ ଓଡ଼ିଶାରେ ଜୁବିନ ମହାପାତ୍ର ଟପ୍ପର

୨୦୨୦ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଶୁଭମ୍ କୁମାର ଟପ୍ପର । ୟୁପିଏସି ଦ୍ୱାରା ପରିଚାଳିତ ୨୦୨୦ର ସିଭିଲ୍ ସର୍ଭିସ୍ ରେଜଲ୍ଟ ଆଜି ପ୍ରକାଶ ପାଇଛି ।

Australia
ବିଜୟ ଉତ୍ସବ ପାଳିବା ପରେ ପରାଜିତ ହେଲା ଭାରତୀୟ କ୍ରିକେଟ୍‌ ଦଳ

ଏକ ରୋମାଞ୍ଚକ ମ୍ୟାଚରେ ଅଷ୍ଟ୍ରେଲିଆର ମହିଳା କ୍ରିକେଟ୍‌ ଟିମ୍‌ ଭାରତକୁ ୫ ୱିକେଟରେ ପରାସ୍ତ କରିଛି । ଏହି ମ୍ୟାଚରେ ଆଷ୍ଟ୍ରେଲିଆକୁ ଶେଷ ଓଭରରେ ୧୩ ରନ୍‌ ଆବଶ୍ୟକ ଥିଲା ।

KKR
IPL 2021: କ୍ରମାଗତ ୨ଟି ବିଜୟ ପରେ KKR ଉତ୍ସାହିତ, ଆୟରଙ୍କୁ ନେଇ ମୋର୍ଗାନଙ୍କ ବଡ଼ ବୟାନ

କୋଲକାତା ନାଇଟ୍ ରାଇଡର୍ସ ଅଧିନାୟକ ଇଏନ୍ ମୋର୍ଗାନ୍ ନିଜ ଦଳର ବୋଲରମାନଙ୍କୁ 'ସୁପରଷ୍ଟାର୍' ବୋଲି କହିଛନ୍ତି । ମୋର୍ଗାନ କହିଛନ୍ତି ଯେ, ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୧ର ଶେଷ ଦୁଇଟି ମ୍ୟାଚରେ ବୋଲର ମାନଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁଁ ବ୍ୟାଟ୍ସମ୍ୟାନ୍‌ମାନେ ଚାପମୁକ୍ତ ହୋଇ ଖେଳିପାରିଲେ ।

TEAM India
ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ଭାରତର ବିଜୟକୁ ନେଇ ଆସୁଛି ଫିଲ୍ମ, ଟାଇଟଲ ବି ଫାଇନାଲ..

ଆଜି ୨୪ ସେପ୍ଟେମ୍ବର ଭାରତୀୟ କ୍ରିକେଟ୍‌ ଜଗତ ପାଇଁ ଏକ ବିଶେଷ ଦିନ । ୧୪ ବର୍ଷ ପୂର୍ବେ ଆଜିର ଦିନରେ, ଟିମ୍ ଇଣ୍ଡିଆ ଟି-୨୦ବିଶ୍ୱକପ୍‌ର ପ୍ରଥମ ବିଶ୍ୱ ଚାମ୍ପିଅନ୍ ହୋଇଥିଲା । ସେତେବେଳେ ମହେନ୍ଦ୍ର ସିଂ ଧୋନିଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଥିଲା । ଏବେ ଏହି...

corona virus
ଘରେ ଘରେ ପହଞ୍ଚି ଦିଆଯିବ କରୋନା ଟିକା

ଭିନ୍ନକ୍ଷମ ଓ ଚଲାବୁଲା କରିପାରୁନଥିବା ଲୋକଙ୍କୁ ଘରେ ଦିଆଯାଇପାରିବ କୋଭିଡ ଟିକା । ଏଥିପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁମତି ଦେଇଛି । ଦେଶର କୋଭିଡ ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କରିଛନ୍ତି, ଯଦିଓ ସଂକ୍ରମଣ କମିଛି କିନ୍ତୁ ଏଯାଏ ପୁରାପୁରି ସରି ନାହିଁ...

Supreme Court
କେନ୍ଦ୍ର ସରକାରଙ୍କ କୋଭିଡ୍‌ ପରିଚାଳନାକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶଂସା

ଭାରତ କୋଭିଡ ମହାମାରୀ ସମୟରେ ଯେଉଁଭଳି ସଠିକ୍‌ ପରିଚାଳନା କରିଛି ସେଭଳି ଅନ୍ୟ କେଉଁ ଦେଶ କରିପାରିବେନି । କୋଭିଡ ପରିଚାଳନା କ୍ଷେତ୍ରରେ ସରକାର ସୁପ୍ରିମକୋର୍ଟରେ ନିଜସ୍ୱ ପକ୍ଷ ରଖିବା ପରେ ଏଭଳି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

Haryana School Building Damaged
ସ୍କୁଲ ଛାତ ଭୁଶୁଡ଼ି ୨୫ ଛାତ୍ରଛାତ୍ରୀ ଆହତ

ହରିୟାଣାର ସୋନିପତରେ ଅଘଟଣ । ସ୍କୁଲର ଛାତ ଭୁଶୁଡ଼ି ୨୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅଛନ୍ତି । ଆହତ ଛାତ୍ରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

CM Naveen Patnaik
ଓଡ଼ିଶାରେ ହେବ ଜୁନିୟର ହକି ବିଶ୍ୱକପ୍‌

ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍‌ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।

Covishield
କୋଭିସିଲ୍ଡକୁ ନେଇ ବ୍ରିଟେନ୍‌ର ସାମ୍ରାଜ୍ୟବାଦ ମନୋଭାବ ! ଭାରତର ଜୋରଦାର ବିରୋଧ

କରୋନା ମହାମାରୀ ବିରୋଧରେ ସାମୁହିକ ଲଢେଇ ଚାଲିଥିବା ବେଳେ ବ୍ରିଟେନ୍‌ର ଅଜବ ଭ୍ୟାକସିନ୍ ଓ କ୍ୱାରେଣ୍ଟିନ୍ ନୀତିକୁ ନେଇ ବିବାଦ । ଅକ୍ସଫୋର୍ଡ ଓ ଅଷ୍ଟ୍ରାଜେନେକା ଟିକାକୁ ବ୍ରିଟେନ୍ ସ୍ୱୀକୃତୀ ଦେଇଥିବା ବେଳେ ସେରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ସମାନ ଟିକା କୋଭିସିଲ୍ଡକୁ ସ୍ୱୀକୃତି ଦେଇନଥିଲା ବ୍ରିଟେନ୍ ।

Durga Puja
ଦୁର୍ଗା ପୂଜା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା BMC

ଦୁର୍ଗାପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ । କୋଭିଡ଼ ଗାଇଡଲାଇନ ମାନି ପୂଜା କମିଟିମାନେ ପୂଜା ଆୟୋଜନ କରିବେ । ଇଣ୍ଡୋର ଭଳି ବ୍ୟବସ୍ଥାରେ କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯିବ କହିଲା ବିଏମ୍‌ସି ।

Man whole
ସ୍ମାର୍ଟସିଟିର ସ୍ମାର୍ଟ ରାସ୍ତା, ଛକ ଛକରେ ଛକିଚି ମୃତ୍ୟୁର ଗର୍ତ୍ତ !

ସ୍ମାର୍ଟସିଟିର ସ୍ମାର୍ଟ ରାସ୍ତା । ଛକ ଛକରେ ଛକିଚି ମୃତ୍ୟୁର ଗର୍ତ୍ତ । କେଉଁଠି ମୁକୁଳା ମ୍ୟାନ୍ ହୋଲ୍ ତ କେଉଁଠି ରାସ୍ତା ମଝିରେ ବଡ଼ ଗାଡ଼ । ଫାସ ଏମିତି ଫସିଲେ ବର୍ତ୍ତିବା ମୁସ୍କିଲ୍ ।

Pharmasist
ଡାକ୍ତର ନାହାନ୍ତି, ଏବେ ଫାର୍ମାସିଷ୍ଟ ହିଁ ସାହା ଭରସା

ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉଦ୍‌ବେଗଜନକ ସ୍ଥିତି । ଡାକ୍ତରଙ୍କ ଅନୁପସ୍ଥିତିରେ କାମ ଚଳାଇବେ ଫାର୍ମାସିଷ୍ଟ୍ ! ସେମାନଙ୍କ ହାତରେ ରୋଗୀ ସେବାର ଅଧିକ ଦାୟିତ୍ୱ ।

Corona Vaccine
ଟିକା ନେବା ପୂର୍ବରୁ ଲୋକଙ୍କ ମନରେ ନାନା ପ୍ରଶ୍ନ ! କାହିଁକି ନେବୁ ଟିକା, ଫାଇଦା କ’ଣ ?

କରୋନା ଟିକାକରଣ ଅଭିଯାନରେ ଶିଥିଳତା । ଆଶାନୁରୂପ ଚାଲିନି ଦ୍ୱିତୀୟ ଡୋଜ୍ ଟିକାକରଣ । ପ୍ରଥମ ଡୋଜ୍ ନେବାର ୩ ମାସରୁ ଅଧିକ ସମୟ ବିତି ଯାଇଥିଲେ ମଧ୍ୟ ଲୋକେ ଦ୍ୱିତୀୟ ଡୋଜ୍ ନେଉ ନାହାନ୍ତି ।

Utkal University 2nd Campus
ବେଆଇନ୍‌ ଫି’ ଆଦାୟ ବିରୋଧରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌ରେ ଛାତ୍ରଛତ୍ରୀଙ୍କ ବିକ୍ଷୋଭ

ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ୍‌ରେ ଛାତ୍ରଛତ୍ରୀଙ୍କ ବିକ୍ଷୋଭ । କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ନାରା ଦେବା ସହ କଲେ ଆନ୍ଦୋଳନ । ଯାଜପୁର ଚଣ୍ଡିଖୋଲସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ୍‌ରେ ପଢ଼ାଯାଉଥିବା ନର୍ସିଂ ଶିକ୍ଷାରେ ଅବ୍ୟବସ୍ଥା ନେଇ ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ।

Government Sanitary Napkin
ଛାତ୍ରୀଙ୍କୁ ବଣ୍ଟା ନଯାଇ ନୋଡାଲ ସେଣ୍ଟରରେ ଗଦା ହୋଇଛି ୯ ଲକ୍ଷରୁ ଅଧିକ ନାପ୍‌କିନ୍‌

ବାସୁଦେବପୁର ନୋଡାଲ ସେଣ୍ଟରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଏହି ନୋଡାଲ ସେଣ୍ଟରରୁ ବ୍ଳକର ସବୁ ସ୍କୁଲ ଓ କଲେଜକୁ ନାପକିନ୍ ଯୋଗାଇ ଦେବାକୁ ଯୋଜନା ହୋଇଥିଲା ।

Kangaroo Court
ପିଲାଙ୍କ କଳି ସମାଧାନ କରୁଛି କଙ୍ଗାରୁକୋର୍ଟ ! ମାଆ ପୁଅଙ୍କୁ ରାସ୍ତାରେ ଆଣ୍ଠୁଆ ବସାଇଲେ

କୌଣସି ଉପାନ୍ତ ଅଞ୍ଚଳ ନୁହେଁ କି ଅନୁନ୍ନତ ଗାଁ ନୁହେଁ । ଖୋଦ୍‌ ରାଜଧାନୀ ଛାତି ଉପରେ କଙ୍ଗାରୁ କୋର୍ଟରେ ହେଉଛି ଫୈସଲା । ଏଭଳି ଏକ ଖବର ସାମ୍ନାକୁ ଆସିଛି ଭୁବନେଶ୍ୱରସ୍ଥିତ ସାଲିହା ସାହି ବସ୍ତିରୁ ।

Shreemayee -Sangita
ମୁଖ୍ୟମନ୍ତ୍ରୀଙ୍କ ଆଗରେ ସାଂସଦ ସଂଗୀତାଙ୍କୁ କାଉଣ୍ଟର କଲେ ଶ୍ରୀମୟୀ

ବଲାଙ୍ଗିର ପାଟଣାଗଡ଼ରେ ବିଜେପି ଓ ବିଜେଡିର ଦୁଇ ନାରୀନେତ୍ରୀ ମୁହାଁମୁହିଁ । ସାଂସଦ ସଙ୍ଗୀତା ସିଂଦେଓ ଓ OTDC ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମୁହାଁମୁହିଁ ହୋଇଥିବା ଦେଖାଯାଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ବେଳେ କଥା କଟାକଟି ହୋଇଥିବା ଦେଖାଯାଇଛି ।

covid death
କୋଭିଡ୍‌ ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ଦେବେ ରାଜ୍ୟ ସରକାର

କୋଭିଡରେ ମୃତ୍ୟୁ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସାହାଯ୍ୟ କରାଯିବ । ସବୁ ରାଜ୍ୟର ସରକାର ଏହି ସହଯୋଗ କରିବେ । ଆଗକୁ ମଧ୍ୟ ଯାହାର ମୃତ୍ୟୁ ହେବ କରୋନାରେ, ତାଙ୍କ ପରିବାରକୁ ଏହି ସହାୟତା ମିଳିବ ।

NCRB
ବିଶେଷଜ୍ଞଙ୍କ ମତ, ଲକ୍‌ଡାଉନ୍‌ ସଟ୍‌ଡାଉନ୍‌ ଯୋଗୁଁ ପରିବାରିକ ହିଂସା ବଢ଼ିଛି

ଝାରସୁଗୁଡ଼ା ବ୍ରଜରାଜନଗରରେ ମାଆ ଓ ଦୁଇ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଛି । ସ୍ୱାମୀ ନିଜ ପତ୍ନୀ ଓ ଦୁଇ ଛୁଆଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।