ଅମିତ ଶାହାଙ୍କ ଭର୍ଚୁଆଲ ରାଲିରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବକ୍ତବ୍ୟ, ପ୍ରଧାନମନ୍ତ୍ରୀ କହିଥିଲେ, ମୁଁ ଆସିଲେ ବର୍ଷୱାରୀ ହିସାବ ଦେବି, ବର୍ଷୱାରୀ ହିସାବ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଆଶୀର୍ବାଦ ମିଳିଲା, ମୋଦିଙ୍କ ତରଫରୁ ଅମିତ ଶାହା ହିସାବ ଦେବାକୁ ଆସିଛନ୍ତି

You might also like