ଆଉ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ; ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡିର, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରିଛି, ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୨୯ ଜଣ ସୁସ୍ଥ ହେଲେ

You might also like