ଆଜି ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ, କନ୍ଧମାଳରୁ ୧୪, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦,ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଂଜରୁ ୬, ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଂଜରୁ ୬, ବାଲେଶ୍ୱର, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡିରୁ ୨ ଲେଖାଏଁ ସୁସ୍ଥ, ୭୩ ସୁସ୍ଥ ହେବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା

You might also like