ଆଜି ରାଜ୍ୟରେ ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ, ୧୪୦ ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ସୁସ୍ଥ, ଗଂଜାମରୁ ୨୨, ନୂଆପଡ଼ାରୁ ୨୧, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୧, ଜଗତସିଂହପୁରରୁ ୧୧, ସୁନ୍ଦରଗଡ଼ରୁ ୮, ବଲାଙ୍ଗିର ଓ ଭଦ୍ରକରୁ ୭ ଲେଖାଏଁ, ଢେଙ୍କାନାଳରୁ ୫ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

You might also like