ଆଜି ରାତି ୮ଟା ଯାଏ ୧୦ଟି ଜିଲ୍ଲା (ସୁନ୍ଦରଗଡ଼,ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼,ବରଗଡ଼ ଜିଲ୍ଲା,କେନ୍ଦ୍ରାପଡ଼ା, ଯାଜପୁର,ଜଗତସିଂହପୁର,କଟକ ଓ ଖୋର୍ଦ୍ଧା )ରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ସମ୍ଭାବନା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା

You might also like