ଆସନ୍ତାକାଲି ଠାରୁ ମଦ ଦୋକାନ କାଉଣ୍ଟରରେ ମିଳିବ ମଦ, ବିଦେଶୀ ମଦ, ବିୟର ଦୋକାନ କାଉଣ୍ଟରରେ ମିଳିବ, ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ, ଇ-ଟୋକନ ବ୍ୟବସ୍ଥାରେ ଟୋକନ ପାଇବା ପରେ ଜଣେ ମଦ ଦୋକାନ ଯାଇପାରିବେ 

You might also like