ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରଦୀପ୍ତ କୁମାର ଦାସଙ୍କ ବଦଳି, ଜଳ ସଂପଦ ବିଭାଗ ଅତିରିକ୍ତ ସଚିବ ଭାବେ ପ୍ରଦୀପ୍ତଙ୍କ ବଦଳି, ରବୀନ୍ଦ୍ରନାଥ ମିଶ୍ର ହେଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ ଉପାଧ୍ୟକ୍ଷ, ପ୍ରମୋଦ ପୃଷ୍ଟି ହେଲେ ଭୁବନେଶ୍ୱର ମହାନଗର ନିଗମ ଡେପୁଟୀ କମିଶନର

You might also like