କଟକ ମହାନଗର ଅଞ୍ଚଳରୁ ୧୮୪ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତ ୧୮୪ ଜଣଙ୍କ ମଧ୍ୟରୁ ୭୭ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ନୂଆବଜାରରୁ ୧୩, କଲ୍ୟାଣୀ ନଗରରୁ ୫ ଆକ୍ରାନ୍ତ ଚିହ୍ନଟ

You might also like