କରୋନା ଅପଡେଟ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ରାଜେଶ ଭୂଷଣଙ୍କ ସୂଚନା, ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ବଢୁଥିବା କହିଲେ ରାଜେଶ, ଜୁଲାଇ ୧୨ ସୁଦ୍ଧା ଦେଶରେ କରୋନା ଆରୋଗ୍ୟ ହାର ୬୩%,ଜାତୀୟ ହାର ଠାରୁ ୨୦ଟି ରାଜ୍ୟର ଆରୋଗ୍ୟ ହାର ଅଧିକ, ଓଡ଼ିଶାରେ କରୋନା ଆରୋଗ୍ୟ ହାର ୬୭ ପ୍ରତିଶତ

You might also like