କରୋନା ରୋଗୀଙ୍କ ପାଇଁ ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି, ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ ପ୍ରସ୍ତୁତ ହେବ ମାର୍ଗଦର୍ଶିକା, ରାଜ୍ୟର ୪ ହସ୍ପିଟାଲରେ ଆରମ୍ଭ ହେବ, ଥେରାପି ସହ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି

You might also like