ଗତକାଲି ସନ୍ଧ୍ୟା ସୁଦ୍ଧା ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର ପହଞ୍ଚିଛି, ଆସନ୍ତାକାଲି ସକାଳ ୮.୩୦ ମଧ୍ୟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଯିବ, ମାଟ୍ରିକ୍ ପରୀକ୍ଷା ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଆଶା କରୁଛୁ: ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର

You might also like