ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି । କଳାହାଣ୍ଡି ଓ ଖୋର୍ଦ୍ଧାରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣଙ୍କ ମୃତ୍ୟୁ ହୋଇଛି

You might also like