ଗୁଣପୁର: ଓକିଲଗୁଡ଼ାରେ ଥିବା ପଥର ଖାଦାନରେ ବିସ୍ଫୋରଣ. ୩ ମୃତ, ୬ ଗୁରୁତର, ମୃତକଙ୍କ ମଧ୍ୟରେ ୨ ମହିଳା ଶ୍ରମିକ ଥିବା ସୂଚନା, ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି

You might also like