ଚଳିତ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ପ୍ରସଙ୍ଗରେ ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ କହିଲେ- ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ କୋର୍ଟ ଦେଇଥିବା ରାୟ ସ୍ୱାଗତଯୋଗ୍ୟ

You might also like