ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି, ୧୬ରୁ ସାରା ରାଜ୍ୟରେ କୋହଲା ପାଗ ସହ ବର୍ଷା ଲାଗି ରହିବ, ୧୭ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳରେ ପ୍ରବଳ ବର୍ଷିବ

You might also like