ଧର୍ମଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଧର୍ମଗଡ଼ର ୬ଟି ବ୍ଲକରେ ବନ୍ଦ ଡାକରା; ଦୋକାନ, ବଜାର ବନ୍ଦ ସହ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି ଆନ୍ଦୋଳନକାରୀ

You might also like