ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କଲେ ବରଗଡ଼ ଜଲ୍ଲାପାଳ: ନିଲମ୍ବିତ ପୋଲିଂ କର୍ମଚାରୀଙ୍କ ମଧ୍ୟରେ ୩ଜଣ ପ୍ରିଜାଇଡିଂ ଓ ୩ଜଣ ସେକ୍ଟର ଅଫିସର ଅଛନ୍ତି

You might also like