ନୂଆପଡ଼ାରୁ ପଡ଼ୋଶୀ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍ । ପଡ଼ୋଶୀ ରାଜ୍ୟରୁ ସଂକ୍ରମଣ ବ୍ୟାପୁଥିବାରୁ ବସ୍ ବନ୍ଦ କରିବାକୁ ଯୋଜନା କରାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

You might also like