ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ନେଇ ପୁନଃ କମିଟି ଗଠନ କଲେ ରାଜ୍ୟ ସରକାର: ଏଥିରେ ଉନ୍ନୟନ କମିଶନର ଅଧ୍ୟକ୍ଷ ଓ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଆବାହକ ନିଯୁକ୍ତ; କମିଟିରେ ଗୃହ, ଅର୍ଥ, ରାଜସ୍ୱ, ଆଇନ ବିଭାଗ ପ୍ରମୁଖ ସଚିବ ସଦସ୍ୟ ରହିବେ; ସ୍ଥାୟୀ ବେଞ୍ଚ ଦାବି ନେଇ କମିଟି ବିଭିନ୍ନ ଦିଗ ଉପରେ ତର୍ଜମା କରିବ 

You might also like