ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ବେଞ୍ଚ୍‌ ସ୍ଥାପନ ନେଇ ସ୍ଥାନୀୟ ଅଞ୍ଚଳରେ ଆନ୍ଦୋଳନ ଚାଲୁ ରହିଛି,ଏ ସଂପର୍କରେ ତ୍ୱରିତ ପଦକ୍ଷେପ ନେବାକୁ ଚିଠିରେ ନିବେଦନ କଲେ ମୁଖ୍ୟମନ୍ତ୍ରୀ

You might also like