ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି, ପାରାଦୀପ ବନ୍ଦରରେ ନିର୍ମାଣ ହେବ ୱେଷ୍ଟର୍ଣ୍ଣ ଡକ୍, ନବୀକରଣ ଓ ବିଶ୍ୱସ୍ତରୀୟ ପାଇଁ ଖର୍ଚ୍ଚ ହେବ ୩ ହଜାର କୋଟି, ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ମଣ୍ଡଭିୟଙ୍କ ସୂଚନା

You might also like