ପୁରୀ ଜିଲ୍ଲା ଚନ୍ଦନପୁର-ତୁଳସୀଚଉରା ମଝିରେ ଖାଲି ବଗି ନେଇ ଯାଉଥିବା ଟ୍ରେନ୍‌ର ଏକ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଇଞ୍ଜିନ୍‌ର ଆଗ ୩ଟି ଚକ ସହ ପଛର ଗୋଟିଏ ଚକ ଲାଇନଚ୍ୟୁତ ହୋଇଛି। ଖୋର୍ଦ୍ଧା ରୋଡ୍‌ରୁ ଆସୁଥିବା ବେଳେ ଇଞ୍ଚିନ୍‌ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି।

You might also like