ପୁରୀ ପାଇଁ ୩ଟି ନୂଆ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଐତିହ୍ୟ ସୁରକ୍ଷା ଜୋନ୍‌, ରଘୁନନ୍ଦନ ଲାଇବ୍ରେରୀ ଓ ବାସଗୃହ ପ୍ରକଳ୍ପକୁ ମଞ୍ଜୁରୀ

You might also like