ପୁରୀ: ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, କହିଲେ, ବିଧାୟକ ଭାବେ ରଥଯାତ୍ରା ପାଇଁ ସମସ୍ତ ସହଯୋଗ କରିବି, କୋର୍ଟଙ୍କ ଆଗରେ ଭକ୍ତଶୂନ୍ୟ ରଥ ପାଇଁ ମଡିଫିକେସନ ପିଟିସନ କରନ୍ତୁ

You might also like