ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ୱାର୍ଣ୍ଣିଂ, ସୁନ୍ଦରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧକୁ ରେଡ୍ ୱାର୍ଣ୍ଣିଂ,ସୋନପୁର, ନୂଆପଡ଼ା ଏବଂ ଝାରସୁଗୁଡ଼ାକୁ ରେଡ୍ ୱାର୍ଣ୍ଣିଂ, ସଂପୃକ୍ତ ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

You might also like