ପ୍ରବଳ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଂଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି, ଅନ୍ୟ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ ଜାରି

You might also like