ଫୁଲବାଣୀ: ଫିରିଙ୍ଗିଆ ଥାନା ମୁଙ୍ଗୁନିପଦର ବୁଥ୍ ଯିବା ବାଟରେ ପୋଲିଂ ପାର୍ଟି ଗାଡ଼ି ଉପରେ ଦୁର୍ବୃତ୍ତଙ୍କ ଆକ୍ରମଣ, ପୋଲିଂ କର୍ମଚାରୀଙ୍କୁ ବାହାର କରି ଗାଡ଼ି ଜାଳି ଦେଲେ ଦୁର୍ବୃତ୍ତ, ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ସୂଚନା

You might also like