ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ପଶ୍ଚିମ ଓ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଏହି ଲଘୁଚାପ ୱେଲ୍‌ମାର୍କରେ ପରିଣତ ହେବ, ଲୁଘୁଚପା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୪ ଜିଲ୍ଲାରେ ଝଡ଼ ବର୍ଷା ୩୦ରୁ ୪୦ କିମି ବେଗରେ ପବନ ବହିବ

You might also like