ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ ରୂପ ନେଲା ; ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା, ଗଜପତିର ୪ଟି ବ୍ଲକରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର; ପାହାଡ଼ ଉପରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି; ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତ୍ୱରିତ ପଦକ୍ଷେପ ନେଇଛି ବ୍ଲକ ପ୍ରଶାସନ #Odisha

You might also like