ବଢ଼ିଲା ଚାଷୀ ପଞ୍ଜୀକରଣ ଅବଧି: ଖରିଫ ଋତୁ ଧାନ ସଂଗ୍ରହ ପାଇଁ ଆଜି ଥିଲା ପଞ୍ଜୀକରଣର ଶେଷ ଦିନ; ୧୭ ତାରିଖ ଯାଏ ଅବଧି ବଢ଼ାଇଲେ ରାଜ୍ୟ ସରକାର, ଏବେସୁଦ୍ଧା ପ୍ରାୟ ୧୦ ଲକ୍ଷ ଚାଷୀ ପଞ୍ଜୀକୃତ ହୋଇଛନ୍ତି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ 

You might also like