ବିଜେଡି ଉପରେ ବର୍ଷିଲେ ବିଜେପି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର: କହିଲେ- ହାରିବା ଭୟରେ ବିଜେଡି ସରକାର ରକ୍ତମୁଖା ପାଲଟିଛି; ପଞ୍ଚାୟତ ନିର୍ବାଚନ ବେଳେ ୧୭ରୁ ୨୦ ଜଣଙ୍କୁ ହତ୍ୟା କରାଯାଇଥିଲା, ଏବେ ବି ସେହି ଧାରା ବଜାୟ ରଖିବାକୁ ଚାହୁଁଛି ବିଜେଡି

You might also like