ବିଜୟ ମହାପାତ୍ରଙ୍କ ଟାର୍ଗେଟ ପ୍ରସଙ୍ଗ: ଗଜପତି ମହାରାଜଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଗଲା- ୧୯୬୦ରେ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଲାଗୁ ହେବା ପରେ ସରକାର ପରିଚାଳନା ଦାୟିତ୍ୱ ସମ୍ପୂର୍ଣ୍ଣ ହାତକୁ ନେଲେ, ସେବେଠାରୁ ଶ୍ରୀମନ୍ଦିର ପ୍ରଶାସନିକ ଦାୟିତ୍ୱ ଗଜପତି ବହନ କରୁନାହାନ୍ତି

You might also like