ବିଜୟ ମହାପାତ୍ରଙ୍କ ଟାର୍ଗେଟ ପ୍ରସଙ୍ଗ: ଗଜପତି ମହାରାଜଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଗଲା-ମହାପ୍ରଭୁଙ୍କ ଆଦ୍ୟ ସେବକ ସେବାରେ ଶ୍ରୀମନ୍ଦିର ପରିଚାଳନା ଦାୟିତ୍ୱର କୌଣସି ଅଂଶ ନାହିଁ, ବାସ୍ତବ ସ୍ଥିତି ନେଇ ଗଜପତି ମହାରାଜା ବହୁବାର ସ୍ପଷ୍ଟୀକରଣ ଦେଇସାରିଛନ୍ତି, ସ୍ପଷ୍ଟୀକରଣ ସତ୍ତ୍ୱେ ଏଭଳି ଭ୍ରାନ୍ତ ଧାରଣା ଉପୁଜିବା ଅନୁଚିତ

You might also like