ଭିଡିଓ ମାଧ୍ୟମରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ପାଠପଢ଼ା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତୁତି, ଶିକ୍ଷକଙ୍କ ଦ୍ୱାରା ଭିଡିଓରେ ଫିଜିକ୍ସ, କେମେଷ୍ଟ୍ରି, ବାୟୋଲଜି ଓ ଗଣିତର ଭିଡିଓ ରେକର୍ଡିଂ ହୋଇ ବିଭିନ୍ନ ପୋର୍ଟାଲରେ ଅପଲୋଡ୍ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ବୃନ୍ଦାବନ ବେହେରାଙ୍କ ସୂଚନା

You might also like