ଭୁବନେଶ୍ୱରରେ ଆଉ ୩ କରୋନା ପଜିଟିଭ ଚିହ୍ନଟ, ବମିଖାଲରେ ୩ ପଜିଟିଭ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା, ୩ ପଜିଟିଭ ପରେ କରୋନା ଚିହ୍ନଟ ସଂଖ୍ୟା ୯କୁ ବୃଦ୍ଧି, ଆଜି ଦିନକରେ ମୋଟ ୪ଟି ପଜିଟିଭ ଚିହ୍ନଟ

You might also like