ସୁନ୍ଦରଗଡ଼ ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ; ଗତକାଲି ପଜିଟିଭ୍ ଚିହ୍ନଟ ୪ ବ୍ୟକ୍ତିଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ ଜିଲ୍ଲାର, ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଗଲା ସୂଚନା, ତେବେ ସ୍ପଷ୍ଟ କରିନି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

You might also like