ଭୁବନେଶ୍ୱର: ଆସନ୍ତାକାଲି ଲୋକାୟୁକ୍ତ ଚୟନ କମିଟି ବୈଠକ; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବାଚସ୍ପତି ପ୍ରଦୀପ ଅମାତ, ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ, ସଦସ୍ୟ ଅନଙ୍ଗ ପଟ୍ଟନାୟକ ଉପସ୍ଥିତ ରହିବେ

You might also like