ଭୁବନେଶ୍ୱର: ବିଜୁ ଜନତା ଦଳର ୨୧ତମ ପ୍ରତିଷ୍ଠା ଦିବସ ଦଳୀୟ ମୁଖ୍ୟାଳୟରେ ଆରମ୍ଭ, ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଦଳର ବହୁ ମନ୍ତ୍ରୀ, ସାଂସଦ, ବିଧାୟକ ଓ ବରିଷ୍ଠ ନେତା ଉପସ୍ଥିତ

You might also like