ଭୁବନେଶ୍ୱର: ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ସରକାରୀ ବାସଭବନ ଉପରକୁ ମହିଳା କଂଗ୍ରେସ ପକ୍ଷରୁ ଅଣ୍ଡା ଓ ଟମାଟୋ ମାଡ଼, ଘର ସାମ୍ନାରେ ଛାଞ୍ଚୁଣି ଧରି ମହିଳା କଂଗ୍ରେସର ଆନ୍ଦୋଳନ, ପିପିଲି ଗଣଦୁଷ୍କର୍ମ ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ ମନ୍ତ୍ରୀ

You might also like