ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କଲା ଇଣ୍ଡିଆନ ଅଏଲ, ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ସହାୟତା, ଗୁରୁତର ଆହତଙ୍କୁ ୪ ଲକ୍ଷ, ଆହତଙ୍କୁ ୧ ଲକ୍ଷ ଟଙ୍କା ମିଳିବ

You might also like