ଭୁବନେଶ୍ୱର; ରାଜ୍ୟରେ ଆଉ ୭୨ କରୋନା ଆକ୍ରାନ୍ତ ସୁସ୍ଥ ହେଲେ, ୭୨ ମଧ୍ୟରୁ ଗଂଜାମରୁ ସର୍ବାଧିକ ୧୭ ଜଣ ସୁସ୍ଥ ହେଲେ, ଆରୋଗ୍ୟଙ୍କ ସଂଖ୍ୟା ୨୩୫୪କୁ ବୃଦ୍ଧି

You might also like