ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ପାଇଁ ପୁଲିସ୍‌ ଡିଜି ତାଙ୍କ ସ୍ତରରେ ପଦକ୍ଷେପ ନେଇଛନ୍ତି, ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି: ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର

You might also like