ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସମୀକ୍ଷା ବୈଠକରେ ନିଷ୍ପତ୍ତି; ଆଦିତ୍ୟ-ଅଶ୍ୱିନୀ ଡାକ୍ତରଖାନା ପକ୍ଷରୁ ଭୁବନେଶ୍ୱରରେ ୩୦ଟି ICU ସହିତ ୧୫୦ ଶଯ୍ୟା ବିଶିଷ୍ଟ ଡେଡିକେଟେଡ୍ କୋଭିଡ୍ ହସ୍ପିଟାଲ ପ୍ରତିଷ୍ଠା ହେବ, ନୀଳାଚଳ ଡାକ୍ତରଖାନାରେ ଚଳିତ ସପ୍ତାହରୁ କାର୍ଯ୍ୟ କରିବ କୋଭିଡ ହସ୍ପିଟାଲ

You might also like